Advertisment

ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ନିବେଦନ

ଭୁବନେଶ୍ୱର: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପିଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜଧାନୀରେ ଅତ୍ୟାଧୁନିକ ସୁପର ସ୍ପେସାଲିଟି ଡାକ୍ତରଖାନା ସମ୍ ଅଲ୍ଟିମେଟ୍ ମେଡିକେୟାର୍ ଉଦ୍‌ଘାନଟ ଅବସରରେ ଏଭଳି ଦାବି ରଖିଛନ୍ତି ଧର୍ମେନ୍ଦ୍ର। ମେଡିକେୟାର ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତି ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମୁଁ ଆଶା କରୁଛି ଓଡ଼ିଶାବାସୀଙ୍କୁ ଏହି […]

ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ନିବେଦନ

looo

Advertisment

ଭୁବନେଶ୍ୱର: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପିଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜଧାନୀରେ ଅତ୍ୟାଧୁନିକ ସୁପର ସ୍ପେସାଲିଟି ଡାକ୍ତରଖାନା ସମ୍ ଅଲ୍ଟିମେଟ୍ ମେଡିକେୟାର୍ ଉଦ୍‌ଘାନଟ ଅବସରରେ ଏଭଳି ଦାବି ରଖିଛନ୍ତି ଧର୍ମେନ୍ଦ୍ର।

Advertisment

ମେଡିକେୟାର ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତି ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମୁଁ ଆଶା କରୁଛି ଓଡ଼ିଶାବାସୀଙ୍କୁ ଏହି ମେଡିକେୟାର ସର୍ବୋଚ୍ଚ ସ୍ୱାସ୍ଥ୍ୟ ସୁବିଧା ଯୋଗାଇବ।’ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଯୋଗାଇବା ଉଦ୍ଦେଶ୍ୟରେ ସମ୍ ଅଲ୍ଟିମେଟ୍ ମେଡିକେୟାର ସ୍ଥାପନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ