Advertisment

୮ଲକ୍ଷରୁ ଅଧିକ ଟଙ୍କା ଜବତ କଲା ଫ୍ଲାଇଂ ସ୍କ୍ୱାଡ୍

ପିପିଲି(ଦୂତୀ କୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ଡେଲାଙ୍ଗ ରାଢୁଅ ବଜାର ନିକଟରୁ ୮ଲକ୍ଷ ୯୬ ହଜାର ଟଙ୍କା ଜବତ। ଏକ ସ୍କର୍ପିଓ ଗାଡ଼ିରୁ ଟଙ୍କା ଜବତ କରିଛି ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାଡ୍। କଣାସ ଜଙ୍ଘା ଅଞ୍ଚଳର ଠିକାଦାର ବିଭୂତି ସ୍ୱାଇଁଙ୍କ ଠାରୁ ଏହି ଟଙ୍କା ଜବତ ହୋଇଛି। ତେବେ ଠିକାଦାର ଜଣଙ୍କ କେଉଁଠୁ ଏତେ ଟଙ୍କା ଆଣିଲେ, ତାର କୌଣସି ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ପୁଲିସ ସନ୍ଦେହରେ ଠିକାଦାରଙ୍କୁ ଅଟକ ରଖିଛି।

author-image
Jyotsnamayee Pradhan
୮ଲକ୍ଷରୁ ଅଧିକ ଟଙ୍କା ଜବତ କଲା ଫ୍ଲାଇଂ ସ୍କ୍ୱାଡ୍

1