/odishatv-khabar/media/post_attachments/uploadimage/library/16_9/16_9_0/results11_1625417312.jpg)
results11
ଭୁବନେଶ୍ୱର: ଆଜି ଦିନ ୧୧ଟା ୩୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ। କରୋନା କଟକଣା ପାଇଁ ଚଳିତ ବର୍ଷ ୩ ମାସ ବିଳମ୍ବରେ ପ୍ରକାଶ ପାଇବାକୁ ଯାଉଛି ରେଜଲ୍ଟ। ବାଣିଜ୍ୟ ଫଳ ପ୍ରକାଶ ନେଇ ପୂର୍ବରୁ ସୂଚନା ଦେଇଥିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।
Advertisment
ଚଳିତ ମାସ ଶେଷ ସପ୍ତାହରେ କଳା ଏବଂ ଧନ୍ଦା ମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇବ। ସୂଚନାଥାଉ କି, ଗତ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇଥିଲା।
କରୋନା ସଂକ୍ରମଣ ଭୟ ଓ ଲକ୍ଡାଉନ୍ କଟକଣା ପାଇଁ ଚଳିତ ବର୍ଷ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବାରେ ବିଳମ୍ବ ଘଟିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)