Advertisment

୧୫ କଲେଜରେ ରେଜଲ୍ଟ ଜିରୋ

ଭୁବନେଶ୍ୱର: ଆଜି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ୨୦ଟି କଲେଜରେ ଶତପ୍ରତିଶତ ପିଲା ପାସ୍ କରିଥିବା ବେଳେ ୧୫ଟି କଲେଜରେ ଜଣେ ହେଲେ ବି ଛାତ୍ରଛାତ୍ରୀ ପାସ୍ କରି ନାହାନ୍ତି। ଶୂନ ରେଜଲ୍ଟ କରିଥିବା କଲେଜକୁ ବିଭାଗ ପକ୍ଷରୁ ଅନୁଧ୍ୟାନ କରାଯିବ। ଏହାସହ ସଂପୃକ୍ତ କଲେଜର ଅଧ୍ୟକ୍ଷମାନଙ୍କୁ କାରଣ ଦର୍ଶାଅ […]

ଅଦ୍ୟତନ ହୋଇଛି
Advertisment

ଭୁବନେଶ୍ୱର: ଆଜି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Advertisment

୨୦ଟି କଲେଜରେ ଶତପ୍ରତିଶତ ପିଲା ପାସ୍ କରିଥିବା ବେଳେ ୧୫ଟି କଲେଜରେ ଜଣେ ହେଲେ ବି ଛାତ୍ରଛାତ୍ରୀ ପାସ୍ କରି ନାହାନ୍ତି।

ଶୂନ ରେଜଲ୍ଟ କରିଥିବା କଲେଜକୁ ବିଭାଗ ପକ୍ଷରୁ ଅନୁଧ୍ୟାନ କରାଯିବ। ଏହାସହ ସଂପୃକ୍ତ କଲେଜର ଅଧ୍ୟକ୍ଷମାନଙ୍କୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯିବ। ଏ ନେଇ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Advertisment

ସେହିପରି ୯୦%ରୁ ଅଧିକ ନମ୍ବର ରଖି ୧୩୭ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ପାସ୍ ହାରରେ ନୟାଗଡ଼ ଜିଲ୍ଲା ସର୍ବାଧିକ- ୮୬.୫୧%।  ଝାରସୁଗୁଡ଼ା ଜିଲ୍ଲାରେ ପାସ୍ ହାର ସର୍ବନିମ୍ନ  ୪୦.୭୧% ରହିଛି।

ପଢ଼ନ୍ତୁ: ପ୍ରକାଶ ପାଇଲା +୨ ବିଜ୍ଞାନ ରେଜଲ୍ଟ, ପାସ୍‌ ହାର ୭୦.୨୧%

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ