ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସ୍ରେ ରେଜଲ୍ଟ ପ୍ରକାଶ ପାଇବ।
Advertisment
ଛାତ୍ରଛାତ୍ରୀମାନେ www.orissaresults.nic.in ୱେବ୍ସାଇଟ୍ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ରାଜ୍ୟରେ ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୯୭ ହଜାର ୫୩୬ ଛାତ୍ରଛାତ୍ରୀ ବିଜ୍ଞାନରେ ପରୀକ୍ଷା ଦେଇଛନ୍ତି।
ଲକ୍ଡାଉନ୍ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା ଦେଖାରେ ସମସ୍ୟା ସୃଷ୍ଟି ହୋଇଥିଲା।
Advertisment
ଅଗଷ୍ଟ ତୃତୀୟ ସପ୍ତାହରେ +୨ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)