Advertisment

ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସ୍‌ରେ ରେଜଲ୍ଟ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ www.orissaresults.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ରାଜ୍ୟରେ ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୯୭ ହଜାର ୫୩୬ ଛାତ୍ରଛାତ୍ରୀ ବିଜ୍ଞାନରେ ପରୀକ୍ଷା ଦେଇଛନ୍ତି। ଲକ୍‌ଡାଉନ୍‌ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା ଦେଖାରେ ସମସ୍ୟା […]

ଅଦ୍ୟତନ ହୋଇଛି
Advertisment

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସ୍‌ରେ ରେଜଲ୍ଟ ପ୍ରକାଶ ପାଇବ।

Advertisment

ଛାତ୍ରଛାତ୍ରୀମାନେ www.orissaresults.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ରାଜ୍ୟରେ ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୯୭ ହଜାର ୫୩୬ ଛାତ୍ରଛାତ୍ରୀ ବିଜ୍ଞାନରେ ପରୀକ୍ଷା ଦେଇଛନ୍ତି।

ଲକ୍‌ଡାଉନ୍‌ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା ଦେଖାରେ ସମସ୍ୟା ସୃଷ୍ଟି ହୋଇଥିଲା।

Advertisment

ଅଗଷ୍ଟ ତୃତୀୟ ସପ୍ତାହରେ +୨ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ