Advertisment

ଆଜିଠୁ ଯୁକ୍ତ ଦୁଇ ଖାତାଦେଖା

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ଖାତା ଦେଖାର ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେଉଛି। ଏହା ୧୮ ତାରିଖ ଯାଏ ଚାଲିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ୨୩ରୁ ଆରମ୍ଭ ହୋଇ ମେ’ ୨ତାରିଖ ଯାଏ ଚାଲିବ। ଅନଲାଇନ୍ ମୂଲ୍ୟାୟନ କେନ୍ଦ୍ରରେ ପାଖାପାଖି ୯ ହଜାର ଅଧ୍ୟାପକ ଓ ଅଧ୍ୟାପିକା ଖାତା ଦେଖିବେ। ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। ଏଥର ୫୮ଟି ମାନୁଆଲ ଓ ୩୬ଟି ଇ-ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ମେ’ […]

author-image
Jyotsnamayee Pradhan
ଆଜିଠୁ ଯୁକ୍ତ ଦୁଇ ଖାତାଦେଖା

exam

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ଖାତା ଦେଖାର ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେଉଛି। ଏହା ୧୮ ତାରିଖ ଯାଏ ଚାଲିବ।

Advertisment

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ୨୩ରୁ ଆରମ୍ଭ ହୋଇ ମେ’ ୨ତାରିଖ ଯାଏ ଚାଲିବ।

ଅନଲାଇନ୍ ମୂଲ୍ୟାୟନ କେନ୍ଦ୍ରରେ ପାଖାପାଖି ୯ ହଜାର ଅଧ୍ୟାପକ ଓ ଅଧ୍ୟାପିକା ଖାତା ଦେଖିବେ। ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। ଏଥର ୫୮ଟି ମାନୁଆଲ ଓ ୩୬ଟି ଇ-ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ।

ମେ’ ମାସରେ ବିଜ୍ଞାନ ଓ ଜୁନ୍‌ରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

Advertisment
Advertisment
Advertisment