Advertisment

PM Modi: ଝାରସୁଗୁଡ଼ା ଆସିବେ ମୋଦି, ପ୍ରସ୍ତୁତି ଜୋରଦାର

ଆସନ୍ତା ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ସାଧାରଣ ସଭାକୁ ସମ୍ବୋଧିତ କରିବେ। ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Modi

ମୋଦି Photograph: (OTV)

Advertisment

ଆସନ୍ତା ସେପ୍ଟେମ୍ବର ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି। ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଆସିବାର ଥିଲା। ହେଲେ ତାହା ବାତିଲ୍ ହୋଇଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତକୁ ନେଇ ତତ୍ପର ପ୍ରଶାସନ। ଅମଲିପାଲି ସ୍ଥିତ ପଡ଼ିଆକୁ ସମତଳ କରିବା ପରେ ଟେଣ୍ଟ ଲଗାଇବା କାମ ଜାରି ରହିଛି। ପ୍ରସ୍ତୁତି କାର୍ଯ୍ୟକୁ ସମୀକ୍ଷା କରିଛନ୍ତି ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ର ଯାଦବ ଓ ଉତ୍ତରାଂଚଳ ଆଇଜି ହିମାଂଶୁ ଲାଲ।

Advertisment
Jharsuguda Prime Minister Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ