Advertisment

ଆସନ୍ତା ୬ରେ ପୁଣି ଓଡ଼ିଶା ଆସିବେ ମୋଦି

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବେ। ସୁନ୍ଦରଗଡ଼ରେ ଏକ ସାଧାରଣ ସଭାରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ନେଇ କେନ୍ଦ୍ର ମନ୍ତ୍ରୀ ଜୁଏଲ୍ ଓରାମ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଆସନ୍ତା ୨ ତାରିଖରେ ମୋଦି କଳାହାଣ୍ଡି ଗସ୍ତରେ ଆସିବା ନେଇ ଚୂଡ଼ାନ୍ତ ହୋଇଛି । ସୂଚନାଯୋଗ୍ୟ, ମାର୍ଚ୍ଚ ୨୯ ତାରିଖରେ ମୋଦି ଦିନିକିଆ ଜୟପୁର ଗସ୍ତରେ ଆସିଥିଲେ। ଚିଟ୍‌ଫଣ୍ଡ ଦୁର୍ନୀତି, […]

author-image
Jyotsnamayee Pradhan
ଆସନ୍ତା ୬ରେ ପୁଣି ଓଡ଼ିଶା ଆସିବେ ମୋଦି

modi

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବେ। ସୁନ୍ଦରଗଡ଼ରେ ଏକ ସାଧାରଣ ସଭାରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Advertisment

ମୋଦିଙ୍କ ଗସ୍ତ ନେଇ କେନ୍ଦ୍ର ମନ୍ତ୍ରୀ ଜୁଏଲ୍ ଓରାମ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଆସନ୍ତା ୨ ତାରିଖରେ ମୋଦି କଳାହାଣ୍ଡି ଗସ୍ତରେ ଆସିବା ନେଇ ଚୂଡ଼ାନ୍ତ ହୋଇଛି ।

ସୂଚନାଯୋଗ୍ୟ, ମାର୍ଚ୍ଚ ୨୯ ତାରିଖରେ ମୋଦି ଦିନିକିଆ ଜୟପୁର ଗସ୍ତରେ ଆସିଥିଲେ। ଚିଟ୍‌ଫଣ୍ଡ ଦୁର୍ନୀତି, ନାରୀ ନିର୍ଯାତନା, ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟ ସରକାର କାର୍ଯ୍ୟକାରୀ ନକରିବା, କାଳିଆ ଯୋଜନା, ଖଣି ଦୁର୍ନୀତି ଭଳି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ମୋଦି କଡ଼ା ଭାଷାରେ ସମାଲୋଚନା କରିଥିଲେ।

Advertisment
Advertisment
Advertisment