Advertisment

ଲେଖକ ଶତ୍ରୁଘ୍ନ ପାଣ୍ଡବଙ୍କୁ ଶାରଳା ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ଲେଖକ ଶତ୍ରୁଘ୍ନ ପାଣ୍ଡବଙ୍କୁ ମିଳିଲା ଚଳିତ ବର୍ଷର ସମ୍ମାନଜନକ ଶାରଳା ପୁରସ୍କାର ମିଳିଛି।  ତାଙ୍କର କବିତା ସଂକଳନ ‘ମିଶ୍ର ଧ୍ରୁପଦ’ ପାଇଁ ସେ ୩୯ତମ ଶାରଳା ପୁରସ୍କାର ପାଇଛନ୍ତି। ପୁରସ୍କାର ବାବଦକୁ  ତାଙ୍କୁ ନଗଦ ୫ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଛି। ସେହିଭଳି ସଂଗୀତ ଓ ନୃତ୍ୟ କ୍ଷେତ୍ରରେ ୨ କୃତୀ ବ୍ୟକ୍ତିତ୍ୱଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କୁ ‘ଇଲା ପଣ୍ଡା ସଂଗୀତ […]

ଲେଖକ ଶତ୍ରୁଘ୍ନ ପାଣ୍ଡବଙ୍କୁ ଶାରଳା ପୁରସ୍କାର

dsfsdf

Advertisment

ଭୁବନେଶ୍ୱର: ବିଶିଷ୍ଟ ଲେଖକ ଶତ୍ରୁଘ୍ନ ପାଣ୍ଡବଙ୍କୁ ମିଳିଲା ଚଳିତ ବର୍ଷର ସମ୍ମାନଜନକ ଶାରଳା ପୁରସ୍କାର ମିଳିଛି।  ତାଙ୍କର କବିତା ସଂକଳନ ‘ମିଶ୍ର ଧ୍ରୁପଦ’ ପାଇଁ ସେ ୩୯ତମ ଶାରଳା ପୁରସ୍କାର ପାଇଛନ୍ତି।

Advertisment

ପୁରସ୍କାର ବାବଦକୁ  ତାଙ୍କୁ ନଗଦ ୫ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଛି।

publive-imageସେହିଭଳି ସଂଗୀତ ଓ ନୃତ୍ୟ କ୍ଷେତ୍ରରେ ୨ କୃତୀ ବ୍ୟକ୍ତିତ୍ୱଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କୁ ‘ଇଲା ପଣ୍ଡା ସଂଗୀତ ସମ୍ମାନ’ ଓ ଚିତ୍ରଶିଳ୍ପୀ ବିନୋଦ ମହାରଣାଙ୍କୁ ‘ଇଲା ପଣ୍ଡା ଚିତ୍ରକଳା ସମ୍ମାନ’ରେ ସମ୍ମାନିତ କରାଯାଇଛି।

ପୁରସ୍କାର ବାବଦରେ ଉଭୟଙ୍କୁ ଏକ ଲକ୍ଷ ୫୦ହଜାର ଟଙ୍କା ଲେଖାଏ ମିଳିଛି। ସାହିତ୍ୟ ଓ କଳା କ୍ଷେତ୍ରରେ ଉତ୍କୃଷ୍ଟ ଅବଦାନ ଲାଗି ଇଣ୍ଡିଆନ୍ ମେଟାଲସ୍‌ ପବ୍ଲିକ୍‌ ଚାରିଟେବୁଲ୍‌ ଟ୍ରଷ୍ଟ ଇମ୍ପା ପକ୍ଷରୁ ୧୯୭୯ ମସିହାରୁ ଏହି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରାଯାଇ ଆସୁଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ