Advertisment

କଂଗ୍ରେସ୍‌ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ : କୋରାପୁଟରେ କଂଗ୍ରେସ୍‌ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ। ପ୍ରାର୍ଥୀ କୃଷ୍ଣ କୁଳଦୀପଙ୍କ କାର୍‌ରୁ ୧ ଲକ୍ଷ ୯ ହଜାର ୫ଶହ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି। ରାସ୍ତାରେ ତନଖି ବେଳେ କାର୍‌ ଭିତରୁ ପୁଲିସ୍‌ ଏହି ଟଙ୍କା ଜବତ କରିଛି। ସମସ୍ତ ଟଙ୍କା ସହ ଏକ ହୁଣ୍ଡାଇ କ୍ରେଟା କାର୍‌କୁ ମଧ୍ୟ ପୁଲିସ୍‌ ଜବତ କରିଛି। ତେବେ କୃଷ୍ଣ କଣ ପାଇଁ ଓ କୁଆଡ଼େ ଟଙ୍କା ନେଉଥିଲେ କିଛି ସ୍ପଷ୍ଟ ହୋଇନାହିଁ।

କଂଗ୍ରେସ୍‌ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ

o

Advertisment

କୋରାପୁଟ : କୋରାପୁଟରେ କଂଗ୍ରେସ୍‌ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ। ପ୍ରାର୍ଥୀ କୃଷ୍ଣ କୁଳଦୀପଙ୍କ କାର୍‌ରୁ ୧ ଲକ୍ଷ ୯ ହଜାର ୫ଶହ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି।

Advertisment

ରାସ୍ତାରେ ତନଖି ବେଳେ କାର୍‌ ଭିତରୁ ପୁଲିସ୍‌ ଏହି ଟଙ୍କା ଜବତ କରିଛି। ସମସ୍ତ ଟଙ୍କା ସହ ଏକ ହୁଣ୍ଡାଇ କ୍ରେଟା କାର୍‌କୁ ମଧ୍ୟ ପୁଲିସ୍‌ ଜବତ କରିଛି। ତେବେ କୃଷ୍ଣ କଣ ପାଇଁ ଓ କୁଆଡ଼େ ଟଙ୍କା ନେଉଥିଲେ କିଛି ସ୍ପଷ୍ଟ ହୋଇନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ