Advertisment

ଦେଶୀ ବନ୍ଧୁକ କାରଖାନା ଠାବ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ଦଣ୍ଡିମା ଗାଁ ପାଖ ଜଙ୍ଗଲରେ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି। ଜଙ୍ଗଲ ଭିତରେ ଦେଶୀ ବନ୍ଧୁକ କାରଖାନା ଚାଲୁଥିବା ଖବର ପାଇ ପୋଲିସ ଆଜି ସକାଳେ ଚଢ଼ାଉ କରିଥିଲା। ଚଢ଼ାଉବେଳେ ୨ଟି ବନ୍ଧୁକ ସହ ବହୁ ପରିମାଣର ବନ୍ଧୁକ ତିଆରି ସାମଗ୍ରୀ ଓ ଯନ୍ତ୍ରାଂଶ ଜବତ କରିଛି ପୋଲିସ। ଏଥିରେ ସଂପୃକ୍ତ ଥିବା ଶ୍ରାନିକେତା ଗାଁର ଅଭିଯୁକ୍ତ କୁନା ପ୍ରଧାନକୁ ପୁଲିସ ଗିରଫ କରିଛି। ଏହି ଘଟଣାରେ ଅନ୍ୟ ଦୁଇ ଜଣ […]

ଦେଶୀ ବନ୍ଧୁକ କାରଖାନା ଠାବ

Police-seize-a-desi-gun-factory-in-Kandhamal-750x420

Advertisment

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ଦଣ୍ଡିମା ଗାଁ ପାଖ ଜଙ୍ଗଲରେ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି। ଜଙ୍ଗଲ ଭିତରେ ଦେଶୀ ବନ୍ଧୁକ କାରଖାନା ଚାଲୁଥିବା ଖବର ପାଇ ପୋଲିସ ଆଜି ସକାଳେ ଚଢ଼ାଉ କରିଥିଲା। ଚଢ଼ାଉବେଳେ ୨ଟି ବନ୍ଧୁକ ସହ ବହୁ ପରିମାଣର ବନ୍ଧୁକ ତିଆରି ସାମଗ୍ରୀ ଓ ଯନ୍ତ୍ରାଂଶ ଜବତ କରିଛି ପୋଲିସ। ଏଥିରେ ସଂପୃକ୍ତ ଥିବା ଶ୍ରାନିକେତା ଗାଁର ଅଭିଯୁକ୍ତ କୁନା ପ୍ରଧାନକୁ ପୁଲିସ ଗିରଫ କରିଛି। ଏହି ଘଟଣାରେ ଅନ୍ୟ ଦୁଇ ଜଣ ଏବେ ଫେରାର ଅଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ