Advertisment

ଜଙ୍ଗଲରୁ ୪ ଅପରାଧୀ ଗିରଫ

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଘିଆପଡ଼ା ନିକଟସ୍ଥ ଜଙ୍ଗଲରୁ ୪ ଅପରାଧୀ ଗିରଫ। ସେମାନଙ୍କ ନିକଟରୁ ୪ଟି ଦେଶୀ ବନ୍ଧୁକ ଜବତ କରିଛି ପୁଲିସ୍‌। ପାଟ୍ରୋଲିଂ କରୁଥିବା ସମୟରେ ନିକଟସ୍ଥ ଜଙ୍ଗଲର କିଛି ଅପରାଧୀ ହିଂସାକାଣ୍ଡ ଘଟାଇବା ନିମନ୍ତେ ଯୋଜନା କରୁଥିବାର କୌଣସି ସୂତ୍ରରୁ ଖବର ପାଇ ପୁଲିସ୍‌ ଚଢ଼ଉ କରିଥିଲା। ସେହି ସମୟରେ ୪ ଜଣ ଅପରାଧୀଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ୍‌।

author-image
Sangita Sahu
ଜଙ୍ଗଲରୁ ୪ ଅପରାଧୀ ଗିରଫ

kkkkk

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଘିଆପଡ଼ା ନିକଟସ୍ଥ ଜଙ୍ଗଲରୁ ୪ ଅପରାଧୀ ଗିରଫ। ସେମାନଙ୍କ ନିକଟରୁ ୪ଟି ଦେଶୀ ବନ୍ଧୁକ ଜବତ କରିଛି ପୁଲିସ୍‌।
ପାଟ୍ରୋଲିଂ କରୁଥିବା ସମୟରେ ନିକଟସ୍ଥ ଜଙ୍ଗଲର କିଛି ଅପରାଧୀ ହିଂସାକାଣ୍ଡ ଘଟାଇବା ନିମନ୍ତେ ଯୋଜନା କରୁଥିବାର କୌଣସି ସୂତ୍ରରୁ ଖବର ପାଇ ପୁଲିସ୍‌ ଚଢ଼ଉ କରିଥିଲା। ସେହି ସମୟରେ ୪ ଜଣ ଅପରାଧୀଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ୍‌।

Advertisment
Advertisment
Advertisment