holi
Advertisment
ଭୁବନେଶ୍ୱର: ଆଜି ସାରାଦେଶରେ ଧୁମ୍ଧାମ୍ରେ ପାଳନ ହେଉଛି ହୋଲି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତା ସମସ୍ତେ ହୋଲି ରଙ୍ଗରେ ରଙ୍ଗୀନ ହୋଇଥିଲେ।
Advertisment
ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ହୋଲି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ବିଜେଡି ନେତା ତଥା ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମଧ୍ୟ ହୋଲି ଉତ୍ସବ ପାଳନ କରିଛନ୍ତି। ଜୟପୁର ସହର ତାରାପ୍ରସାଦ ବାହିନୀପତି ମଧ୍ୟ ସମର୍ଥକଙ୍କ ସହ ହୋଲି ପାଳିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/jk-12_1626758577.jpg)