Advertisment

ଟିକେଟ୍‌ ନମିଳିବାରୁ ବିଜେଡି ଛାଡ଼ିଲେ ପ୍ରମୋଦ ପଟ୍ଟନାୟକ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ବିଜେଡିର ସାଧାରଣ ସଂପାଦକ ପ୍ରମୋଦ ପଟ୍ଟନାୟକ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ଚିଠି ଲେଖି ଇସ୍ତଫା ଦେଇଛନ୍ତି। ୨୦୧୯ରେ ଜୁନାଗଡ଼ ନିର୍ବାଚନ ମଣ୍ଡଳୀରୁ ଦଳୀୟ ଟିକେଟ୍‌ ମିଳିବ ବୋଲି ପ୍ରତିଶ୍ରୁତି ମିଳିଥିଲେ ବି ଏଥର ତାଙ୍କୁ ପ୍ରାର୍ଥୀ କରାଯାଇନାହିଁ। ପୁଣି ଥରେ କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ଟିକେଟ୍ ଦିଆଯାଇଛି। ଦଳର ନେତା ନିଜର କଥା ରଖିନାହାନ୍ତି ବୋଲି ପ୍ରମୋଦ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। […]

ଟିକେଟ୍‌ ନମିଳିବାରୁ ବିଜେଡି ଛାଡ଼ିଲେ ପ୍ରମୋଦ ପଟ୍ଟନାୟକ

promad

Advertisment

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ବିଜେଡିର ସାଧାରଣ ସଂପାଦକ ପ୍ରମୋଦ ପଟ୍ଟନାୟକ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ଚିଠି ଲେଖି ଇସ୍ତଫା ଦେଇଛନ୍ତି।

Advertisment

୨୦୧୯ରେ ଜୁନାଗଡ଼ ନିର୍ବାଚନ ମଣ୍ଡଳୀରୁ ଦଳୀୟ ଟିକେଟ୍‌ ମିଳିବ ବୋଲି ପ୍ରତିଶ୍ରୁତି ମିଳିଥିଲେ ବି ଏଥର ତାଙ୍କୁ ପ୍ରାର୍ଥୀ କରାଯାଇନାହିଁ। ପୁଣି ଥରେ କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ଟିକେଟ୍ ଦିଆଯାଇଛି। ଦଳର ନେତା ନିଜର କଥା ରଖିନାହାନ୍ତି ବୋଲି ପ୍ରମୋଦ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ