/odishatv-khabar/media/media_files/2026/01/22/president-droupadi-murmu-2026-01-22-10-23-22.jpg)
President Droupadi Murmu Photograph: (OTV)
ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଓଡିଶା ଆସିବାକୁ ଯାଉଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ମୁର୍ମୁ। ଫେବ୍ରୁଆରୀ ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ।
୩ ତାରିଖରେ ଫକୀରମୋହନ ୟୁନିଭର୍ସିଟିର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହା ପରେ ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସୂଚନା ମିଳିଛି।
ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
୫ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି
୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି
୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ
୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି
୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ
Midnight Crackdown: ବାଲି ଘାଟ ଉପରେ ରାତି ଅଧିଆ ଚଢାଉ, ଜିଲ୍ଲାପାଳଙ୍କ ଅଚାନକ ରେଡ୍

Dead Elephant Mystery Unravels: ହାତୀ ମୃତ୍ୟୁ; କନ୍ଧମାଳରୁ କଳାହାଣ୍ଡି... ବଢୁଛି ସସପେନ୍ସ

Hyva Truck Rams Passenger Auto: ଅଟୋକୁ ପିଟିଲା ହାଇୱା, ୩ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ICC rejects Bangladesh plea: ICCର ଚରମବାଣୀ; ଭାରତରେ ଖେଳ, ନହେଲେ ବିଦା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)