Advertisment

President Murmu Heads to Odisha: ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି। ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ। ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

President Droupadi Murmu

President Droupadi Murmu Photograph: (OTV)

Advertisment

ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଓଡିଶା ଆସିବାକୁ ଯାଉଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ମୁର୍ମୁ। ଫେବ୍ରୁଆରୀ ୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ। 

Advertisment

୩ ତାରିଖରେ ଫକୀରମୋହନ ୟୁନିଭର୍ସିଟିର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହା ପରେ ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସୂଚନା ମିଳିଛି। 

ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
୫ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି
୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି
୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ
୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି
୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ

Advertisment
President Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ