/odishatv-khabar/media/post_attachments/uploadimage/library/16_9/16_9_0/awareness_1626761201.jpg)
modi
ଭୁବନେଶ୍ୱର: ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନରେନ୍ଦ୍ର ମୋଦି। ଏଥିସହ ସମସ୍ତଙ୍କ ସ୍ୱପ୍ନ ସାକାର ହେଉ ବୋଲି ସେ କହିଛନ୍ତି।
Advertisment
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
ସେହିପରି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)