/odishatv-khabar/media/post_attachments/uploadimage/library/16_9/16_9_0/ko-2_1626692670.jpg)
ko
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉପ-କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀର ନାଁ ଟିକୁ ଅଜଗର ଏବଂ ଘର ବିନିକାର ଚମାରପଡ଼ାରେ। ସୋନପୁର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଟିକୁ ବିନିକା ଫାୟାରମ୍ୟାନ୍ଙ୍କୁ ହତ୍ୟା ଘଟଣାରେ ସୋନପୁର ଜେଲରେ ସଜା କାଟୁଥିଲେ। ଆଜି ଗୁରୁତର ଅବସ୍ଥାରେ ତାଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)