Private College Lecturers’ Body Photograph: (OTV)
ରାଜ୍ୟ ଘରୋଇ ଅଧ୍ୟାପକ କର୍ମଚାରୀ ସଂଘର ପ୍ରତିନିଧି ମଣ୍ଡଳୀର ବୈଠକ। ପୂର୍ଣ୍ଣ ଅନୁଦାନ ଦାବିରେ ଅଧ୍ୟାପକ ମାନେ ଜାରି ରଖିଥିବା ଆନ୍ଦୋଳନ ପ୍ରସଙ୍ଗରେ ଆଲୋଚନା ସହ ବୈଠକରେ ପୂର୍ବରୁ ସରକାର ଦେଇଥିବା ପ୍ରତିଶ୍ରୁତି ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ସଂଘ ଦାବି ଉଠାଇଛି।
ରାଜ୍ୟ ସରକାରଙ୍କ ପ୍ରତିନିଧି ଭାବେ ଏକାମ୍ର ବିଧାୟକ ବାବୁ ସିଂଙ୍କ ଉପସ୍ଥିତିରେ ସତ୍ୟନଗର ସ୍ଥିତ ତୋଷାଳୀ ଭବନରେ ଉଚ୍ଚସ୍ତରୀୟ କମିଟି ବୈଠକ ହୋଇଛି। ବୈଠକରେ ରାଜ୍ୟର ବିଭିନ୍ନ ଅନୁଦାନ ପ୍ରାପ୍ତ ଏବଂ ଅଣ ଅନୁଦାନ ମହାବିଦ୍ୟାଳୟରେ ୨୦୦୮ ରୁ ୨୦୧୮ ମଧ୍ୟରେ ନିଯୁକ୍ତ ଅଧ୍ୟାପକ ଏବଂ କର୍ମଚାରୀଙ୍କୁ ପୂର୍ଣ୍ଣ ଅନୁଦାନକୁ ଲାଗୁ କରିବା ପାଇଁ ଦାବି କରିଛି ସଂଘ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/30/private-college-lecturers-body-2026-01-30-09-30-11.jpg)