Bibhuti Jena Photograph: (OTV)
PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ ସୂଚନା। ଟୋଲ୍ ଗେଟରେ PUCC ଫାଇନ୍ କମାଇବା ପାଇଁ ଚାଲିଛି ଯୋଜନା। ୧୦ ହଜାର ଟଙ୍କା ଫାଇନ୍ କୁ କମ୍ କରିବାକୁ ଆଲୋଚନା ଚାଲିଛି ବୋଲି ସୂଚନା ଦେଇଛନ୍ତି ବିଭୂତି ଜେନା। ତେବେ ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି ପରିବହନ ମନ୍ତ୍ରୀ।
‘କମିବ PUCC ଫାଇନ୍’
PUCC ଫାଇନ୍ କମାଇବା ଯୋଜନା ଚାଲିଛି: ମନ୍ତ୍ରୀ
PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ ସୂଚନା
ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଲେ ପରିବହନ ମନ୍ତ୍ରୀ
'ଟୋଲ୍ ଗେଟ୍ ରେ PUCC ଫାଇନ୍ କମାଇବା ପାଇଁ ଚାଲିଛି ଯୋଜନା'
'୧୦ ହଜାର ଟଙ୍କା ଫାଇନ୍ କୁ କମ୍ କରିବାକୁ ଆଲୋଚନା ଚାଲିଛି'
'ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ କଡ଼ାକଡ଼ି ହୋଇଥିଲା PUCC ନିୟମ'
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/11/bibhuti-jena-2026-02-11-14-54-30.jpg)