Advertisment

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ: ଦେଶରେ କରୋନା ସ୍ଥିତି ଜଟଳି ଥିବା ବେଳେ ପୁରୀରେ ପହଞ୍ଚିଛି ତୃତୀୟ ପର୍ଯ୍ୟାୟ ରଥ କାଠ। ନୟାଗଡ଼ ବନଖଣ୍ଡରରୁ ୮ ଖଣ୍ଡ ଫାସୀ କାଠ ପହଞ୍ଚିଛି। ଆସନ୍ତାକାଲି ରାମ ନବମୀ ଅବସରରେ କଟକ ଖପୁରିଆ ସ–ମିଲ୍‌ରେ କାଠ ଚିରଟ କରାଯିବା ପରମ୍ପରା ରହିଛି।   ଏପ୍ରିଲ ୨୬ ତାରିଖରେ ଅକ୍ଷୟ ତୃତୀୟ ଦିନ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରଥଖଳାରେ ରଥନିର୍ମାଣ ହେବ। ରାଜ୍ୟରେ କରୋନା ଭୟ ଓ ଲକଡାଉନ ଲାଗିଥିଲେ ବି ସମସ୍ତ […]

author-image
Abinash Pati
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

jagannath

ପୁରୀ: ଦେଶରେ କରୋନା ସ୍ଥିତି ଜଟଳି ଥିବା ବେଳେ ପୁରୀରେ ପହଞ୍ଚିଛି ତୃତୀୟ ପର୍ଯ୍ୟାୟ ରଥ କାଠ। ନୟାଗଡ଼ ବନଖଣ୍ଡରରୁ ୮ ଖଣ୍ଡ ଫାସୀ କାଠ ପହଞ୍ଚିଛି। ଆସନ୍ତାକାଲି ରାମ ନବମୀ ଅବସରରେ କଟକ ଖପୁରିଆ ସ-ମିଲ୍‌ରେ କାଠ ଚିରଟ କରାଯିବା ପରମ୍ପରା ରହିଛି।

Advertisment

ଏପ୍ରିଲ ୨୬ ତାରିଖରେ ଅକ୍ଷୟ ତୃତୀୟ ଦିନ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରଥଖଳାରେ ରଥନିର୍ମାଣ ହେବ। ରାଜ୍ୟରେ କରୋନା ଭୟ ଓ ଲକଡାଉନ ଲାଗିଥିଲେ ବି ସମସ୍ତ ନିୟମାବଳୀକୁ ପାଳନ କରି ରଥ ନିର୍ମାଣ ହେବ ବୋଲି କୁହାଯାଇଛି। ତେବେ ରଥଯାତ୍ରା ବେଳକୁ କଟକଣା ଉଠି ଯାଇଥିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଆଶା କରିଛି।

Advertisment
Advertisment