Advertisment

Banakalagi Niti: ଆଜି ବନକଲାଗି ନୀତି, ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ । ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ।

Srimandir

Srimandir Photograph: (OTV)

Advertisment

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ । ଆଜି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ତେଣୁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ।

Advertisment

ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ବନକଲାଗି କରିବେ ଦତ୍ତ ମହାପାତ୍ର ସେବକ। ସକାଳୁ ବନକଲାଗି ପାଇଁ ରଙ୍ଗ ପ୍ରସ୍ତୁତି ପରେ ଅପରାହ୍ନରେ ବନକଲାଗି କରାଯିବ  । ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ବନକଲାଗି ନୀତି 
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ 
ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି 
ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ
ଦ୍ୱିତୀୟ  ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି  ନୀତି

Advertisment
Puri Sri Jagannath Temple
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ