Advertisment

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ମହାପ୍ରଭୁଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ  ଜୟବିଜୟ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିବ। ବେହରଣ ଦ୍ୱାର ଦେଇ ଦଇତାପତି ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଗୁପ୍ତସେବା କରିବେ। ଏଥିପାଇଁ ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ଶ୍ରୀଜୀଉଙ୍କ ଶ୍ରୀଅଙ୍କ ସୁରକ୍ଷା ପାଇଁ ହୋଇଥାଏ।

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 

Puri-Jagannath

Advertisment

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ମହାପ୍ରଭୁଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।

Advertisment

ମଧ୍ୟାହ୍ନ ଧୂପ ପରେ  ଜୟବିଜୟ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିବ। ବେହରଣ ଦ୍ୱାର ଦେଇ ଦଇତାପତି ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଗୁପ୍ତସେବା କରିବେ।

ଏଥିପାଇଁ ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ଶ୍ରୀଜୀଉଙ୍କ ଶ୍ରୀଅଙ୍କ ସୁରକ୍ଷା ପାଇଁ ହୋଇଥାଏ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ