Advertisment

ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା

ପୁରୀ: ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।    ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା। ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଆଉ ଆଜି ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କଟକଣା ପୁଣି ମାସେ ବଢ଼ାଇଛନ୍ତି ଜିଲ୍ଲା ପ୍ରଶାସନ। କେବଳ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ। ରାଜ୍ୟ ସରକାରଙ୍କ […]

author-image
Abinash Pati
ଅଦ୍ୟତନ ହୋଇଛି
ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା

swargdwara

ପୁରୀ: ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।    ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା। ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।

Advertisment

ଆଉ ଆଜି ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କଟକଣା ପୁଣି ମାସେ ବଢ଼ାଇଛନ୍ତି ଜିଲ୍ଲା ପ୍ରଶାସନ। କେବଳ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ। ରାଜ୍ୟ ସରକାରଙ୍କ କୋଭିଡ଼ କଟକଣା ମାନି ଦାହ ସଂସ୍କାର କରିପାରିବେ। କୋଭିଡ ସ୍ଥିତିକୁ ଦେଖି ସେପ୍ଟେମ୍ବର ୩୦ ଯାଏ ଏହି କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।

Advertisment
Advertisment