ଆନନ୍ଦ ବଜାରରେ ବାସି ଅବଢା ବିକ୍ରି ଉପରେ ଲାଗିବ ରୋକ୍। ଅଣସୂପକାରମାନଙ୍କୁ ପ୍ରସାଦ ବିକ୍ରି ବାରଣ କରାଯିବ। ଆନନ୍ଦ ବଜାରକୁ ଶୃଙ୍ଖଳିତ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି ।
ବଢ଼ିଲା ବାର୍ଡ ଫ୍ଲୁ' ଟେନସନ୍ । ପୁରୀ ଜିଲ୍ଲାରେ ସଂକ୍ରମିତ କୁକୁଡ଼ାଙ୍କ ଦେହରୁ ମଣିଷଙ୍କ ଶରୀରକୁ ବ୍ୟାପିନି ତ ବାର୍ଡ ଫ୍ଲୁ ?
ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ବଢ଼ିଲା ଚିନ୍ତା । ୪ ଦିନରେ ପୋତା ଗଲାଣି ୨୮ ହଜାରରୁ ଅଧିକ କୁକୁଡ଼ା ।
ନିଆଁ ଲାଗି ଜଳିଗଲା ୩୦ ବଖରାରୁ ଅଧିକ ଘର। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୪୦ ମିନିଟରେ ଆଳିଶ ଗାଁରେ ନିଆଁ ଲାଗିଥିଲା।
ରତ୍ନଭଣ୍ଡାର ତଦାରଖ କରିବ ASIର ଉଚ୍ଚସ୍ତରୀୟ ଟିମ୍। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥାକୁ ଅନୁମତି ମିଳିଛି। ଖୁବଶୀଘ୍ର ପ୍ରତ୍ନତତ୍ତ୍ବ ବିଭାଗର ଉଚ୍ଚସ୍ତରୀୟ ଟିମ୍ ଆସିବ।
ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ।
ଏହା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଚାଉଳ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି।
ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରା। ଦିନ ୧ଟାଠାରୁ ସ୍ଥାନାନ୍ତରଣ ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।
ଆଜିର ଆକ୍ରମଣ ପଛରେ ଦିନେଶଙ୍କ ସମର୍ଥକଙ୍କ ସଂପୃକ୍ତି ଥିବା ଆଶଙ୍କା କରି ପୁରୀ ଟାଉନ ଥାନା ପୋଲିସ ତଦନ୍ତ ଚଳାଇଛି।
କାଳିଆ ଭକ୍ତର କୋହଭରା ପ୍ରାର୍ଥନା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଶ୍ରୀମନ୍ଦିର ଆଗରେ ଯେମିତି ଭକ୍ତଟିଏ ଭଗବାନଙ୍କୁ ମୁଣ୍ଡବାଡ଼େଇ ତା’ ଜୀବନର ସବୁଠାରୁ ମୂଲ୍ୟବାନ ଜିନିଷକୁ ମାଗୁଛି ।
‘ଯଥାଶୀଘ୍ର ଭିତର ରତ୍ନଭଣ୍ଡାର ସିନ୍ଧୁକ ସ୍ଥାନାନ୍ତରଣ ସହ ମରାମତି କରାଯି । ଖୁବଶୀଘ୍ର ମରାମତି କାର୍ଯ୍ୟ ସହ ଗଣତି ମଣତି କରାଯିବ ।’
ପଚା ନଳା ପାଣିରେ ଭାସିଲା ଶ୍ରୀମନ୍ଦିର ସିଂହଦ୍ବାର । ନାକ ଟେକିଲେ ସେବାୟତ ଓ ଦିଅଁ ଦର୍ଶନ ପାଇଁ ଯାଉଥିବା ଭକ୍ତ । ରୋଷଘର ପେଜନଳା ସହ ସଂପୃକ୍ତ ଡ୍ରେନ୍ ଚୋକ୍ ହୋଇଯିବାରୁ ଏଭଳି ସ୍ଥିତି ଉପୁଜିଥିବା କୁହାଯାଉଛି ।
ଆଧୁନିକ ଯନ୍ତ୍ରପାତି ସାହାଯ୍ୟରେ ରତ୍ନଭଣ୍ଡାର ଭିତରେ ଅଧିକ କୋଠରୀ ଓ ସୁଡ଼ଙ୍ଗ ଅଛି କି ନାହିଁ ଯାଞ୍ଚ ହେବ ।
'ତିନି ଜଣିଆ କମିଟି ଆମ ସହ ଆଲୋଚନା କରିନାହାନ୍ତି । 'ଆଲୋଚନା କରିନାହାନ୍ତି କି ତଦନ୍ତ ପରିସରଭୁକ୍ତ କରାଯାଇନି ।'
୧୭ ଜାନୁଆରୀ ୨୦୨୪, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ । ତେବେ ଲୋକାର୍ପଣର ୭ ମାସ ପରେ ବି ପରିକ୍ରମା ପ୍ରକଳ୍ପ କାମ ଆଜି ବି ଅସଂପୂର୍ଣ୍ଣ ।
କାହା ଭୁଲ୍ ରୁ ଚାରମାଳ ଉପରେ ହାମୁଡେଇ ପଡ଼ି ଯାଇଥିଲେ ବଳଭଦ୍ର ? ଘଟଣାର ମାସକ ପରେ ତତ୍ପର ହେଲା ୩ ଜଣିଆ ଇନକ୍ବାରି କମିଟି ।
ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍ । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା ।
ଭିଡିଓ ଦେଖାଇ ତିନି ଜଣିଆ କମିଟି ଏଡିଏମ୍, ନୀତି ପ୍ରଶାସକ, ସିଟି DSP ତଦନ୍ତ କରୁଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭର୍ଚୁଆଲରେ ରହିଥିଲେ ।
ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା । ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ ।
ମନ୍ଦିର ଭିତରେ ଶ୍ରୀଜିଉଙ୍କର ଦର୍ଶନ ସହ ମା' ବିମଳା ଓ ମହାଲକ୍ଷ୍ମୀଙ୍କ ଆଶୀର୍ବାଦ ନେଇଥିଲେ ମୋହନ ଭାଗବତ ।
ଜଗନ୍ନାଥ ମହାପ୍ରଭୁଙ୍କ ନାଁରେ ଥିବା ଖଣିକୁ ବି ଛାଡ଼ିଲେନି ମାଫିଆ। ଚୁକ୍ତି ଖିଲାପ କରି ପଥର ତାଡ଼ି ବିକି ଦେଇଥିବା ୧୯ ଜଣ ଖଣି ଲିଜଧାରୀଙ୍କୁ କଡ଼ା ଜୋରିମାନା ନୋଟିସ୍ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।
୨ ମାସ ମଧ୍ୟରେ ଏହି ଜରିମାନା ଅର୍ଥ ଦାଖଲ ପାଇଁ ଏଭସକୁ ନିର୍ଦ୍ଦେଶ ଦେଇଛି ଓରେରା।
ରତ୍ନ ଭଣ୍ଡାର ମରାମତି ନେଇ ପ୍ରସ୍ତୁତ ହେଲା SOP । ଶ୍ରୀମନ୍ଦିର ପରିଚାଳନା କମିଟିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।
ଆଜି ତୃତୀୟ ଶ୍ରାବଣ ସୋମବାର, ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶିବ...ଶିବ...ଶିବ ଧ୍ବନିରେ ପ୍ରକମ୍ପିତ ଚତୁର୍ଦ୍ଦିଗ।
କେବେ ଭକ୍ତଙ୍କ କାମରେ ଲାଗିବ ଇ-ବସ୍। ଚାର୍ଜିଂ ଷ୍ଟେସନ୍ ନଥିବାରୁ ୭ ମାସ ହେବ ପୁରୀରେ ଖତ ଖାଉଛି ୩୫ଟି ବ୍ୟାଟେରି ବସ୍ । ବ୍ୟବସ୍ଥାର ଅପାରଗତାକୁ ଦାୟୀ କରି ତେଜୁଛି ଅସନ୍ତୋଷ ।