• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Puri

Atharnala Heritage Project
ଅସ୍ତିତ୍ୱ ହରାଇବନି ତ ଶ୍ରୀକ୍ଷେତ୍ର ପୁରୀର ଅଠରନଳା ?

ଦଳ ଭର୍ତ୍ତୀ..ପଚା ପାଣି..ପୁରୀର ପ୍ରବେଶ ପଥ ଅଠରନଳାର ଏ କି ଅବସ୍ଥା ? ଜଗନ୍ନାଥ ଧାମର ଅନ୍ୟତମ ପରିଚୟ ସ୍ଥଳରେ ଚାଲିଛି କି ପ୍ରକାର ସୌନ୍ଦର୍ଯ୍ୟକରଣ ?

Lord Jagannath
ବିପଦରେ ନାଟମଣ୍ଡପ ! କେତେବେଳେ କ’ଣ ହେବ କିଛି କହି ହେବ ନାହିଁ...

ହାଇକୋର୍ଟ ଆମିକସକ୍ୟୁରୀଙ୍କ ରିପୋର୍ଟକୁ ନେଇ ଉଦବେଗ । ଜଗମୋହନ ସ୍ଥିତି ବି ଭଲନଥିବା ଆମିକସକ୍ୟୁରୀଙ୍କ ରିପୋର୍ଟ ।

Ratnabhandar
ରତ୍ନଭଣ୍ଡାରରେ ସୁରକ୍ଷିତ ଅଛି ତ ରତ୍ନ ? ସରକାରୀ ତଥ୍ୟରେ ନାହିଁ ତାଳମେଳ !

ବିଧାନସଭାରେ ତଥ୍ୟ ଓ ହାଇକୋର୍ଟରେ ଦାଖଲ ସତ୍ୟପାଠରେ ତଥ୍ୟ ଭିନ୍ନ । ୪୦ କେଜି ରୁପା କମ୍ ଦର୍ଶାଇଛନ୍ତି ରାଜ୍ୟ ସରକାର ।

Ratna Bhandar
ରତ୍ନଭଣ୍ଡାର ମାମଲା: ହାଇକୋର୍ଟରେ ଦାଖଲ ସତ୍ୟପାଠରେ ଦିଆଯାଇଛି ଭୁଲ ତଥ୍ୟ !

ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ଶ୍ରୀଜଗନ୍ନାଥ ସେନା । ଆଗାମୀ ଦିନରେ ଓଡ଼ିଶା ବନ୍ଦ ଡାକରା ଚେତାବନୀ ।

ବନକଲାଗି ନୀତି
କେମିତି ହୁଏ ମହାପ୍ରଭୁଙ୍କ ବନକଲାଗି, ଜାଣନ୍ତୁ

ଦୁଆର ବନ୍ଦ, ଦର୍ଶନ ବନ୍ଦ। ଚାଲିଛି ମହାପ୍ରଭୁଙ୍କ ବନକଲାଗି ନୀତି। ସାଧାରଣ ଭକ୍ତଟିଏ ବୁଝିବା ପାଇଁ ଏହାର ସରଳ ଅର୍ଥ ହେଲା ମୁଖ ଶିଙ୍ଗାର ବା ମୁଖସଜ୍ଜା। ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ଲାଗି ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି।

Lord Jagannath Banakalag ritual to be held today
ଆଜି ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।

Banaka Lagi Of Lord Jagannath
ଅପେକ୍ଷା କାଲି ସଂଧ୍ୟାକୁ; ଶ୍ରୀଜିଉଙ୍କ ସୁନ୍ଦର ମୁଖ ଦର୍ଶନର ସୁଯୋଗ ପାଇବେ ଭକ୍ତ

ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀଜିଉମାନଙ୍କ ଶ୍ରୀମୁଖ ଶିଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ ।

Ratna Bhandar
ଭଲ ନାହିଁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ସ୍ଥିତି, କହିଲା ASI

ସଂରକ୍ଷଣ ଦୃଷ୍ଟିରୁ ମରାମତି ନିହାତି ଦରକାର । ଯେତେଶୀଘ୍ର ନିର୍ଦ୍ଦେଶ ଆସିବ ସେତେଶୀଘ୍ର କାମ ହେବ କହିଲା ASI

Mother Death
ମାଆର ପ୍ରାଣ ଗଲା...ସ୍ୱର୍ଗଦ୍ୱାରରେ ମୁଖାଗ୍ନି ଦେବାକୁ ପୁଅଙ୍କୁ ବାରଣ କଲେ ବାପା

ବଞ୍ଚିଥିବା ବେଳେ ପଚାରିଲେନି କି ଆସିଲେନି । ମାଆ ମରିଗଲା ପରେ ମୁଖାଗ୍ନି ଦେବାକୁ ପୁରୀରେ ପହଞ୍ଚିଥିଲେ ପୁଅ । ଦୁଆରୁ ଦୁଆରୁ ଫେରାଇ ଦେଲେ ବାପା । କହିଲେ, ଭଲ ଥିବା ବେଳେ ଅନେଇଲନି ଏବେ କାହିଁକି ଆସିଛ?

Friendship Day Special
ଇଏ ପ୍ରକୃତ ବନ୍ଧୁ ! କୁକୁରଠୁ ମାଙ୍କଡ଼ କ୍ଷୀର ପିଉଛି, ପିଠିରେ ବସି ବଜାର ବୁଲୁଛି

ଏମିତି ବନ୍ଧୁ କେବେ ଦେଖିନଥିବେ ! ଏକା ସାଙ୍ଗରେ ମଣିଷ-ମାଙ୍କଡ଼-କୁକୁର-ଚଢେଇ ବାହାରୁଛନ୍ତି ବୁଲି । ପୁଣି କୁକୁରଠାରୁ କ୍ଷୀର ପିଉଛି ମାଙ୍କଡ଼ । କେହି କାହାକୁ କାମୁଡୁନାହାନ୍ତି କି ଆକ୍ରମଣ କରୁନାହାନ୍ତି । ନିଜେ ନଖାଇ ଏମାନଙ୍କ ମୁହଁରେ ଦାନା ଦେଉଛନ୍ତି ପୀତବାସ

ratna bhandar reopening or counting of valuables
ରତ୍ନଭଣ୍ଡାର ମରାମତି ନା ଅଳଙ୍କାର ଗଣତି ଆଗ ?

ଗୋଟିଏ ପଟେ ରତ୍ନଭଣ୍ଡାର ଶୀଘ୍ର ଖୋଲିବା ସହ ମହାପ୍ରଭୁଙ୍କ ଅଳଙ୍କାର ଗଣତି ଓ ମଣତି ପାଇଁ ବିଭିନ୍ନ ମହଲର ଦାବି ତେଜୁଛି। ଖୋଦ୍ ମହାପ୍ରଭୁଙ୍କ ଆଦ୍ୟସେବକ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ବି ୟା ସପକ୍ଷରେ ମତ ରଖିଛନ୍ତି। 

Ratna Bhandar
ପଡ଼ିଲା ମୂଳଦୁଆ; ଖୋଲିବ ମହାପ୍ରଭୁ ଜଗନ୍ନାଥଙ୍କ ରହସ୍ୟମୟ ରତ୍ନଭଣ୍ଡାର !

ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ହାଇଲେବଲ ଟିମ୍ ଗଠନ ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟିରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଛି ।

Banaka Lagi Of Lord Jagannath
‘ବୁଧବାର ହିଁ ହେବ ମହାପ୍ରଭୁଙ୍କ ବନକଲାଗି ନୀତି’

ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି କରାଯିବ ।

Ratna Bhandar
ବଡ଼ ଖବର ! ରତ୍ନ ଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟିର ସୁପାରିସ

୨୦୨୪ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ।

Banakalagi rituals
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ବନକଲାଗି ବିଭ୍ରାଟ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ଆଲୋଚନା ନେଇ ଏଜେଣ୍ଡାରେ ସ୍ଥିର ହୋଇନି । ତେବେ ସଭାପତିଙ୍କ ଅନୁମତି କ୍ରମେ ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ କି ନାହିଁ, ତାକୁ ଅପେକ୍ଷା ରହିଛି ।

Funeral
ବଞ୍ଚିଥିଲା ବେଳେ ପଚାରିଲେନି; ମଲା ମାଆ ମୁହଁରେ ମୁଖାଗ୍ନି ଦେବାକୁ ମନା କଲା ବାପା

ବାପା, ମା’ଙ୍କୁ ହତାଦର କରିଥିବା ସନ୍ତାନଙ୍କୁ ସବକ୍ ଶିଖାଇଲେ ବାପା । ମା’ର ଦେହାନ୍ତ ପରେ ମୁଖାଗ୍ନି ଦେବାରୁ ବଞ୍ଚିତ କଲେ ନିଜ ୩ ପିଲାଙ୍କୁ ।

Hotel Fake Website
ରୁମ୍‌ ବୁକ୍ କରୁଥିଲେ ସାବଧାନ ! ପୁରୀ-ଭୁବନେଶ୍ୱରର ବିଭିନ୍ନ ହୋଟେଲ୍‌ ନାଁରେ ରହିଛି ଫେକ୍‌ ୱେବ୍‌ସାଇଟ୍

ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା

Ratna Bhandar
ରତ୍ନଭଣ୍ଡାରରେ ମାତ୍ର ୧୪୯ କେଜି ସୁନା ! କୁଆଡ଼େ ଗଲା ହୀରା-ନୀଳା-ମୋତି-ମାଣିକ୍ୟ..?

ଠାକୁରଙ୍କ ସବୁ ଅଳଙ୍କାର ସୁରକ୍ଷିତ ଥିବା ନେଇ ସତ୍ୟପାଠ । ଅସ୍ପଷ୍ଟ ତାଲିକା ଓ ସୁନା-ରୁପା ପରିମାଣକୁ ନେଇ ଅସନ୍ତୋଷ ।

Banaka Lagi Of Lord Jagannath
ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି

ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Heavy Rainfall Alert To 4 Districts Of Odisha
ରୁହନ୍ତୁ ସତର୍କ ! ଅତି ପ୍ରବଳ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ...

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Odisha Weather updates
ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ୫ ଜିଲ୍ଲାରେ ପ୍ରବଳ ବର୍ଷିବା ସମ୍ଭାବନା

ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

murder case
ଆଉ ଜଣେ ବାବାଙ୍କର ମୃତ୍ୟୁ

ପୁରୀ ଗୁରୁକୃପା ଆଶ୍ରମରେ ବାବାଙ୍କୁ ବାବାଙ୍କ ଆକ୍ରମଣ ଘଟଣା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବାବାଙ୍କ ମୃତ୍ୟୁ ।

Police arrest godman for killing another baba in Puri
'ତନ୍ତ୍ର ସାଧନାରେ ବିଘ୍ନ ହେବାରୁ ସାଧୁଙ୍କ ହତ୍ୟା କରି ରକ୍ତ ପିଇବାକୁ ଚାହୁଁଥିଲା ବାବା ବୋଲାଉଥିବା ପିଶାଚ !'

ସାଧୁସନ୍ଥ ରହୁଥିବା ଆଶ୍ରମରେ ସୈତାନୀ କାଣ୍ଡର କାରଣ କଣ? ବାବାଙ୍କୁ କାହିଁକି ନିର୍ମମ ଭାବେ ହତ୍ୟାକଲେ ଆଉ ଜଣେ ବାବା? ଜଘନ୍ୟ କାରନାମା ପଛରେ ଲୁଚିଛି କି ତନ୍ତ୍ରମନ୍ତ୍ରର କଳାକାହାଣୀ?

Self styled godman detained for killing another baba in Puri
ଆଶ୍ରମ ଭିତରେ ବାବାଙ୍କୁ ହତ୍ୟା କଲେ ବାବା: ହତ୍ୟା ପରେ ରକ୍ତ ପିଇବା ପାଇଁ ଚେଷ୍ଟା କରୁଥିଲେ ବାବା...

ପୁରୀ ବାସେଲିସାହି ଲୋକନାଥ ରୋଡ୍‌ ଗୁରୁକୃପା ଆଶ୍ରମରେ ହତ୍ୟାକାଣ୍ଡ ଘଟିଛି। ଜଣେ ବାବାଙ୍କ ଆକ୍ରମଣରେ ଆଉ ଜଣେ ବାବାଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ବାବା ଆହତ ହୋଇଛନ୍ତି।