• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Puri

yosada ben
ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ଧର୍ମପତ୍ନୀ ଯଶୋଦା ବେନ୍

ଶ୍ରୀକ୍ଷେତ୍ର ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧର୍ମପତ୍ନୀ । ମୋଦିଙ୍କ ଧର୍ମପତ୍ନୀ ଯଶୋଦା ବେନ୍ ମୋଦି ପୁରୀ ଆସି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସକାଳ ପ୍ରାୟ ୧୦ଟାରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିଛନ୍ତି ଯଶୋଦା ବେନ୍ ମୋଦି ।

Bahuda jatra
ଆସନ୍ତାକାଲି ବାହୁଡ଼ାଯାତ୍ରା : ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂରତି

ଶ୍ରୀଜିଉଙ୍କୁ ବାହୁଡ଼ାଇ ନେବାକୁ ଦଣ୍ଡାୟମାନ ୩ ରଥ । କାଲି ଦିନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା ସୂଚନା ।

devotee dies
ଆଡ଼ପ ଦର୍ଶନ ହେଲା ଶେଷ ଦର୍ଶନ; ଚାଲିଗଲା ଭକ୍ତଙ୍କ ଜୀବନ

ଗୁରୁତର ଅବସ୍ଥାର ମେଡିକାଲ୍‌ରେ ଭର୍ତ୍ତି କରିବା ପରେ ତାଙ୍କୁ ମୃତ ଘୋଷଣା କରାଯାଇଛି

Sakhigopala Temple
ସାକ୍ଷୀଗୋପାଳ ମନ୍ଦିରରେ ନୀତିକାନ୍ତି ବନ୍ଦ; ଉପାସରେ ପ୍ରଭୁ ଗୋପାଳଜୀଉ

ସାକ୍ଷୀଗୋପାଳର ଗୋପାଳଜୀଉ ମନ୍ଦିରର ନୀତିକାନ୍ତି ଗତକାଲିଠାରୁ ବନ୍ଦ ରଖିଛନ୍ତି ମନ୍ଦିରର ସେବାୟତ।

Ratha Jatra
ଚକାନୟନକୁ ଦେଖିବା ଲାଗି ନାକରେ ଅକ୍ସିଜେନ୍‌ ଲଗାଇ ଦୌଡ଼ି ଆସିଲେ ଭକ୍ତ

କାଳିଆର ଡୋରି ନ ଲାଗିଲେ, ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପାଦ ବି ପଡ଼େ ନାହିଁ । ଜଗାର ଡାକରା ଆସିଲେ, ରୋଗଶଯ୍ୟାରୁ ବି ଭକ୍ତ ଉଠି ଆସେ ।

Ratha Jatra
ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡ଼ାଯାତ୍ରା; ଅପରାହ୍ନ ୫ଟା ଯାଏଁ ସଂଧ୍ୟା ଦର୍ଶନ

ଆଜି ଶେଷ ସଂଧ୍ୟା ଦର୍ଶନ ଯୋଗୁଁ ଗୁଣ୍ଡିଚା ମନ୍ଦିରରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି ।

Rath Jatra 2023
ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା

ଆଡ଼ପମଣ୍ଡପରେ ଆସନ୍ତାକାଲି ନବମୀ ତିଥିରେ ଶ୍ରୀଜୀଉଙ୍କ ଶେଷ ଦର୍ଶନ ବା ସାଂଧ୍ୟଦର୍ଶନ। ତେବେ ବାହୁଡ଼ା ନୀତିକୁ ଶୃଙ୍ଖଳିତ କରିବା ଉଦ୍ଦେଶ୍ୟରେ ଏଥର ସାଂଧ୍ୟ ଦର୍ଶନକୁ ସଂଧ୍ୟା ପରିବର୍ତ୍ତେ ଅପରାହ୍ନ ୫ଟା ସୁଦ୍ଧା ସାରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

jagannath temple
କଡ଼ା ସୁରକ୍ଷା ସତ୍ତ୍ୱେ ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ପରିସର ଭିଡିଓ

ବର୍ତ୍ତମାନ ନବ ଦିନାତ୍ମକ ଘୋଷଯାତ୍ରା ଚାଲିଥିବାବେଳେ ଖାଲି ଥିବା ଶ୍ରୀମନ୍ଦିର ପରିସରକୁଯାଇ ଭିଡିଓ ସୁଟ୍ କରିଥିବା ଅନୁମାନ କରାଯାଉଛି ।

Ratha Jatra
ନୀତି ବିଭ୍ରାଟରେ ନୋ ବ୍ରେକ୍: ଜନ୍ମବେଦିରେ ବି ରାତିଅନିଦ୍ରା ଚତୁର୍ଦ୍ଧାମୂରତି

ଖାଲି ହେରାପଞ୍ଚମୀ ନୁହେଁ ତା ପୂର୍ବଦିନ ବି ନୀତି ବିଳମ୍ବ କାରଣରୁ ଠାକୁରଙ୍କ ରାତି ପହୁଡ଼ ହୋଇପାରିନି। ଏମିତିକି ଆଜି ଭୋର ୪ଟାରେ ହେବାକୁ ଥିବା ଠାକୁରଙ୍କ ମଙ୍ଗଳ ଆଳତି ସକାଳ ୯ଟା ୨୦ରେ ହୋଇଥିଲା। ଦୀର୍ଘ ୫ଘଣ୍ଟା କାଳ ଭକ୍ତ ଏହାକୁ ଦେଖିବାକୁ ଅପେକ୍ଷା କରି ବିରକ୍ତ ହୋଇଯାଇଥିଲେ।

Ratha Jatra
ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ; ଦକ୍ଷିଣ ମୋଡ଼ ନେଉଛି ମହାପ୍ରଭୁଙ୍କ ତିନି ରଥ

ଶ୍ରୀମନ୍ଦିର ଅଧିକାରୀ, କର୍ମଚାରୀ ଓ ପୋଲିସ କର୍ମଚାରୀମାନେ ରଥକୁ ଦକ୍ଷିଣ ମୋଡ଼ କରାଉଛନ୍ତି ।

 Angry Goddess Laxmi breaks Nandighosha
ମହାପ୍ରଭୁଙ୍କ ଦର୍ଶନ ପାଇଲେନି ମା’ ଲକ୍ଷ୍ମୀ, ରାଗରେ ଭାଙ୍ଗିଲେ ନନ୍ଦିଘୋଷ ରଥ

ମହାପ୍ରଭୁଙ୍କ ଦର୍ଶନ ନପାଇ ରାଗ ଜର୍ଜରିତ ହୋଇ ମା’ ମହାଲକ୍ଷ୍ମୀ ଫେରିବା ବେଳେ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗିଥିଲେ।

Ratha Jatra 2023
ଆଡ଼ପ ମଣ୍ଡପରେ ନବମୀ ସଂଧ୍ୟା ଦର୍ଶନ ୫ଟାରୁ ବନ୍ଦ

ଆସନ୍ତା ୨୭ତାରିଖରେ ହେବାକୁ ଥିବା ନବମୀ ସଂଧ୍ୟା ଦର୍ଶନ ୫ଟାରୁ ବନ୍ଦ ହେବ । ୨୭ ତାରିଖ ସକାଳ ୭ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ପାଇଁ ସ୍ଥିର ହୋଇଛି ।

Hera Panchami
ଗୁଣ୍ଡିଚା ମନ୍ଦିରକୁ ଆସିବେ ମା’ ମହାଲକ୍ଷ୍ମୀ, ରାଗ ଜର୍ଜରିତ ହୋଇ ଭାଙ୍ଗିବେ ନନ୍ଦିଘୋଷ

ରଥଯାତ୍ରା ପାଳନ ଅବସରରେ ହେରା ପଞ୍ଚମୀ ଉତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ସାଧାଣତଃ ରଥଯାତ୍ରାଠାରୁ ପଞ୍ଚମୀ ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଷଷ୍ଠୀ ଦିନ ହେରା ପଞ୍ଚମୀ ଉତ୍ସବ ପାଳିତ ହୋଇଥାଏ।

Ratha Jatra
ଆଡ଼ପ ପହଣ୍ଡିବେଳେ ଅଘଟଣ, ଚାରମାଳ ଉପରେ ହାମୁଡେଇ ପଡ଼ିଲେ ଜଗନ୍ନାଥ

କଣ ସେବକମାନେ ଖାମଖିଆଲି ଭାବେ ପହଣ୍ଡି କରାଉଥିଲେ କି ? ମହାପ୍ରଭୁଙ୍କୁ ବନ୍ଧା ଯାଇଥିବା ପାଟଡୋରକୁ ଖୋଲା ଛାଡ଼ି ଦେଇଥିଲେ କି ?

Jay Jagannath
ଏ କି ସଙ୍କେତ ? ପହଣ୍ଡି ବେଳେ ଢଳିପଡ଼ିଲେ ଜଗନ୍ନାଥ

ଚାରମାଳ ଉପରେ ମହାପ୍ରଭୁ ଅତ୍ୟଧିକ ଢଳିପଡିଥିବା ଦେଖିବାକୁ ମିଳିଥିଲା । ସେବାୟତମାନେ ପହଣ୍ଡିରେ ନେବାବେଳେ ହଠାତ୍ ଢଳି ପଡିଥିଲେ ଶ୍ରୀଜଗନ୍ନାଥ ।

Srimandir
ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର, ଲାଗିବ ଉତ୍କଳୀୟ କାରୁକାର୍ଯ୍ୟରେ ରୂପା ଖଚିତ କବାଟ

କଡ଼ା ସୁରକ୍ଷା ବଳୟରେ ଆରମ୍ଭ ହୋଇଛି ନିର୍ମାଣ କାମ । ଶ୍ରୀମନ୍ଦିରରେ ASI, ପୂର୍ତ୍ତ ବିଭାଗ ଓ ବୈଷୟିକ କୋର କମିଟି ।

Adapa Mandap Bije
ଜନ୍ମବେଦୀକୁ ବିଜେ କଲେ ଶ୍ରୀଜିଉ; କାଲି ଶ୍ରଦ୍ଧାଳୁଙ୍କ ପାଇଁ ବାହାରିବ ଆଡ଼ପ ଅବଢ଼ା

ସିଏ ମନୁଆ ଠାକୁର.. କୋଟି ବ୍ରହ୍ମାଣ୍ଡ ନାୟକ । ମନ ହେଲେ ତାଙ୍କ ରଥ ଗଡ଼ିବ ମନ ନ ଥିଲେ ଇଞ୍ଚେ ହଲିବନି । ଆଉ କାଳିଆ ସାଆନ୍ତଙ୍କୁ ରଥ ଉପରେ ଥରେ ଦେଖିବା ପାଇଁ କିଏ କେତେଆଡ଼ୁ ଆସିଛି ।

 Adapa Mandap Bije of sibling deities to be held today
ଆଜି ଆଡ଼ପ ମଣ୍ଡପ ବିଜେ: ରଥ ଉପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ତିନି ଠାକୁର। ରଥ ଉପରେ ଶ୍ରୀଜିଉମାନଙ୍କର ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେଉଛି। 

Today Heavy Rain Alert To 8 Districts Of Odisha
ଖୁବ୍‌ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ ! ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।

Puri Rath Jatra
ଘୋଷଯାତ୍ରାର ଦ୍ୱିତୀୟ ଦିନରେ ବି କମ୍ପିଲା ବଡ଼ଦାଣ୍ଡ; ଅଧାବାଟରୁ ଦର୍ପଦଳନ ଓ ନନ୍ଦିଘୋଷକୁ ଟାଣିନେଲେ ଶ୍ରଦ୍ଧାଳୁ

ଆଖି ମିଶିଲା, ମନ ପୁରିଲା। ଆଷାଢ଼ ଶୁକ୍ଲ ଦ୍ବିତୀୟା ତିଥି ନହୋଇ ବି ପୁରୀ ବଡ଼ଦାଣ୍ଡରେ ନନ୍ଦିଘୋଷ ଟାଣିବାର ସୌଭାଗ୍ୟ ଜୁଟିଲା। କାଲି ଘୋଷଯାତ୍ରାରେ ଗୁଣ୍ଡିଚା ମନ୍ଦିର ଆସିବା ବେଳେ ଅଧାବାଟରେ ଅଟକି ରହିଥିବା ଦର୍ପଦଳନ ଓ ନନ୍ଦିଘୋଷ ରଥକୁ ଆଜି ପୁଣି ଭକ୍ତି ଭାବରେ ଟାଣି ନେଇଛନ୍ତି ଭକ୍ତ।

Failure of chariots to reach Gundicha temple same day raises several questions
କାହିଁକି ଗତକାଲି ଶରଧାବାଲିରେ ଲାଗିଲାନି ତିନିରଥ ?

ସଂଧ୍ୟା ପରେ, ରାତି ୮ଟା ପରଯାଏଁ ରଥ ଟଣା ଯିବା ପରେ ବି ବଳଭଦ୍ରଙ୍କ ତାଳଧ୍ବଜକୁ ଛାଡ଼ି କାହିଁକି ଗୁଣ୍ଡିଚା ମନ୍ଦିର ପହଞ୍ଚି ପାରିଲାନି ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ? କେଉଁଠି ରହିଲା ସମସ୍ୟା ?

SJTA Chief Ranjan Das
ସାଲବେଗ, ବନ୍ଧୁ ମହାନ୍ତିଙ୍କୁ ମହାପ୍ରଭୁଙ୍କ ଅପେକ୍ଷା !

ପୁରୀ ରଥଯାତ୍ରାରେ ଗତକାଲି ତିନି ଦିଅଁଙ୍କ ରଥ ଶରଧାବାଲିରେ ପହଞ୍ଚି ନ ପାରିବା ପ୍ରସଙ୍ଗରେ ରଂଜନ ଦାଶ ଏହି ଥିଓରିର ଅବତାରଣା କରିଛନ୍ତି।

Ratha Jatra
ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥ ଉପରୁ ଦର୍ଶନ ଦେଉଛନ୍ତି ତିନି ଠାକୁର

Rath Jatra
ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ପୁରୀରେ ପୁଣି ଆରମ୍ଭ ହେଲା ରଥଟଣା

କାଲି ବଡ଼ଦାଣ୍ଡରେ ଅଟକିଥିଲା ୨ ରଥ, ଆଜି ପୁଣି ଟାଣି ନେଉଛନ୍ତି ଭକ୍ତ

Ratha Jatra
ଅଟକିଲେ ଦେବଦଳନ ଓ ନନ୍ଦିଘୋଷ, କାଲି ପୁଣି ଟଣାହେବ ରଥ

ଭକ୍ତମାନେ ଆସନ୍ତାକାଲି ମଧ୍ୟ ରଥଟଣାର ସୁଯୋଗ ପାଇବେ। ଏହାସହ କାଲି ମଧ୍ୟ ଶରଧାବାଲିରେ ରଥ ଉପରେ ତିନି ଠାକୁରକଙ୍କ ଦର୍ଶନ କରିପାରିବେ ଭକ୍ତ।