• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Puri

Zero Night
ଜୋରଦାର ହେବ ସେଲିବ୍ରେସନ ! ଜିରୋ ନାଇଟ୍ ପାଇଁ ସବୁଠି ସଜବାଜ...

ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିବେ ଦର୍ଶକ । ନବବର୍ଷ ପାଳନ ପାଇଁ ସଭିଙ୍କ ମନରେ ଉତ୍ସାହ ।

Zero night New Year party
ପାଖେଇ ଆସୁଛି ନୂଆବର୍ଷ ୨୦୨୩ : ୨ବର୍ଷର ନିରସତା ପରେ ଜମିବ ଜିରୋନାଇଟ୍

ଜିରୋ ନାଇଟକୁ ଫୁଲ୍ ଯୋଶରେ ପାଳିବାକୁ ତୟାର ଯୁବପୀଢ଼ି, ଟୁଇନସିଟିରେ ହୋଟେଲ୍ ଓ କ୍ଲବ ମାନଙ୍କରେ ପ୍ରସ୍ତୁତି ଚୂଡ଼ାନ୍ତ

Puri Lord Jagannath
ଅବ୍ୟବସ୍ଥିତ ବନ୍ଦୋବସ୍ତରେ କଲବଲ ଜଗା ଭକ୍ତ, ମରିଚିକୋଟ ଯାଏଁ ଲମ୍ବିଲା ବ୍ୟାରିକେଡ୍

ଆଜି ଭିଆଇପି ରାସ୍ତାରେ ଦର୍ଶନ ପାଇଁ ଯାଉଛନ୍ତି ସ୍କୁଲ ପିଲା । ବ୍ୟାରିକେଡ୍‌ରେ ଘଣ୍ଟା ଘଣ୍ଟା ଛିଡ଼ା ହେଉଛନ୍ତି ବୟସ୍କ ଓ ଶିଶୁ ।

SoumyaRanjan Patnaik
ମଞ୍ଚ ଉପରେ ଥିଲେ ନବୀନ ପଟ୍ଟନାୟକ, ଏମିତି ଢଙ୍ଗରେ ନିଜ ମନ କଥା କହିଲେ ସୌମ୍ୟରଂଜନ

ପୁରୀରେ ଆମେ ପ୍ରତିଷ୍ଠା ଦିବସ ପାଳୁଛେ। ଜଗନ୍ନାଥଙ୍କୁ ଦର୍ଶନ କରୁଛେ...ହେଲେ ଏ ପ୍ରତିଷ୍ଠା ଦିବସ ଯେମିତି ଡିସେମ୍ବର ମାସ ପାର୍ଟି ନହେଉ...ବାସ୍‌ ଏହି କଥାକୁ ନେଇ ଏବେ ରାଜ୍ୟରାଜନୀତିରେ ହଟ୍ଟଚମଟ ହୋଇଛି।

Puri Temple
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ! ୨୨ ପାହାଚରେ ଠେଲାପେଲା, ୬ ଛାତ୍ରୀ ଅଚେତ୍; ଦେଖନ୍ତୁ ଭିଡିଓ

ଆଗକୁ ନୂଆବର୍ଷ ଆସୁଥିବା ବେଳେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶା ରହିଛି ।

BJD- Naveen Patnaik
ପ୍ରତିଷ୍ଠା ଦିବସରେ BJD ଖେଳିଲା ମହିଳା କାର୍ଡ, ପରାମର୍ଶ ଆଳରେ ବରିଷ୍ଠ ମାରିଲେ ତେର୍ଛା ବାଣ

ଭିଡିଓ ବାର୍ତ୍ତାରେ ନେତା-କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର । ମା ମାନଙ୍କ ଆଶୀର୍ବାଦ ରହିଲେ ଶହେ ବର୍ଷ ଯାଏଁ ସେବା କରିବ ଦଳ ।

Politics
୨୪ ସମର ପାଇଁ ଶ୍ରୀକ୍ଷେତ୍ରରୁ ବାଜିବ ନିର୍ବାଚନୀ ବିଗୁଲ୍

୨୪ ରଣନୀତି ଅନ୍ତର୍ଗତ ବିିଜେଡି ମହିଳା ଭୋଟ ବ୍ୟାଙ୍କକୁ ଭାଙ୍ଗି ନିଜ ପଟକୁ ନେବା ଲାଗି ଜୋରାଦର ପ୍ରୟାସ ଆରମ୍ଭ କରିଛି ବିଜେପି।

ରେସଲର୍ ଅନନ୍ତ ମଲ୍ଲିକ
ଅସହାୟ ଜୀବନ ବିତାଉଛନ୍ତି ଜାତୀୟସ୍ତରର କୁସ୍ତି ଯୋଦ୍ଧା !

ଗୋଟିଏ ପଟେ ଭାଇ ଭଉଣୀଙ୍କୁ ମଣିଷ କରିବାର ବୋଝ ଓ ଆଉ ଗୋଟିଏ ପଟେ ଆର୍ଥିକ ଅନଟନ ଅନନ୍ତଙ୍କୁ ଆଉ ଆଗକୁ ବଢ଼ିବାକୁ ଦେଉନାହିଁ।

18 years after husband's death, widow finally gets justice; compensation amount
ମୃତ୍ୟର ୧୮ ବର୍ଷ ପରେ ବିଧବା ପତ୍ନୀଙ୍କୁ ମିଳିଲା ନ୍ୟାୟ

ମୃତକଙ୍କ ପରିବାର ପାଇଲେ ସରକାରୀ ସହାୟତା ।

Puri Diarrhoea
ବିଷାକ୍ତ ପାଣି ପିଇ ଜଣକ ପରେ ଜଣକର ହେଉଛି ମୃତ୍ୟୁ !

ବିଷାକ୍ତ ପାଣି ପିଇ ବାସନ୍ତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ସଦସ୍ୟ ।

Lord Jagannath
ଆଜିଠୁ ମାସେ ଯାଏଁ ମହାପ୍ରଭୁଙ୍କ ପାଖରେ ଲାଗି ହେବ ପହିଲି ଭୋଗ

ଆଜି ପୌଷମାସ ଧନୁ ସଂକ୍ରାନ୍ତି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠୁ ଆସନ୍ତା ମକର ସକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିବ।

Srimandir
ସେବାୟତ ହେଲେ ବି ସିଂହଦ୍ୱାରରେ ମୋବାଇଲ ଥୋଇବାକୁ ବାଧ୍ୟ

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।

Wood worth lakhs of rupees gutted as massive fire breaks out at saw mill in Puri
ଜଳିଗଲା ସ’ ମିଲ୍‌, ଆଖି ସାମ୍ନାରେ ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ

ପୁରୀ ନବକଳେବର ରୋଡ୍ ସ୍ଥିତ ଶ୍ରୀଜଗନ୍ନାଥ ଟିମ୍ବରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଶାଳ, ପିଆଶାଳ, ଆକାଶିଆ ଭଳି ବହୁ ମୂଲ୍ୟବାନ କାଠ ପୋଡ଼ି ପାଉଁଶ ହୋଇ ଯାଇଛି।

Berhampur Stadium
ବର୍ଷ ବର୍ଷ ଧରି ଚାଲିଛି ଷ୍ଟାଡିୟମ ତିଆରି, କାମ ସରୁନି କି କାମରେ ଲାଗୁନି

ବାସ୍କେଟବଲ, ବକ୍ସିଂ ଏବଂ ଭାରୋତ୍ତଳନରେ ବ୍ରହ୍ମପୁରର କ୍ରୀଡାବିତ୍ ରାଜ୍ୟ, ଦେଶ ତଥା ଦେଶ ବିଦେଶରେ ଭଲ ନାଁ କମାଇ ପାରିଛନ୍ତି ।

Item In Puri
ରାଧାକୃଷ୍ଣଙ୍କ ନିକଟରେ ଲାଗି ହେଲା ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ

ଦ୍ୱାଦଶୀରେ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ ।

Cyclone
ବଙ୍ଗୋପସାଗରରେ ପିଛା ଛାଡୁନି ପ୍ରକୃତି କୋପ ! ପୁରୀଠୁ ୪୨୧ କିମି ଦୂରରେ ବାତ୍ୟା

ବାତ୍ୟା ପାଇଁ ବଳ ଗୋଟାଉଛି ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଓଡ଼ିଶାକୁ ବାତ୍ୟାର ନାହିଁ ସିଧା ପ୍ରଭାବ: ପାଣିପାଗ ବିଭାଗ ।

Viral drone video of Puri Srimandir: YouTuber seeks apology
‘ମହାପ୍ରଭୁ ଜଗନ୍ନାଥ ଓ ଓଡ଼ିଶାବାସୀ ମୋତେ କ୍ଷମା କରନ୍ତୁ’, ଭୁଲ୍‌ ହୋଇଗଲା ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା...

ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ଉତ୍ତୋଳନ ଓ ଏହାକୁ ଭାଇରାଲ କରି କ୍ଷମା ମାଗିଛନ୍ତି ପଶ୍ଚିମବଙ୍ଗର ୟୁଟ୍ୟୁବର ଅନିମେଶ ଚକ୍ରବର୍ତ୍ତୀ। ଶ୍ରୀମନ୍ଦିର ନୋ ଫ୍ଲାଏ ଜୋନ୍ ଅନ୍ତର୍ଗତ ବୋଲି ଜାଣିନଥିବା କହିବା ସହ ତାଙ୍କ ଡ୍ରୋନ୍‌ରେ ସେଭଲି କିଛି ଓ୍ୱାର୍ଣ୍ଣିଂ ଦେଖାଇନଥିଲା ବୋଲି ସେ କହିଛନ୍ତି।

Visuals of Puri Srimandir’s aerial view surfaces on internet
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌: ଜଳ ଜଳ ଦିଶିଲା ଦଧିନଉତି, ନୀଳଚକ୍ର

ସୋସିଆଲ୍ ମିଡିଆରେ ଖୁଲ୍ଲମ୍‌ଖୁଲ୍ଲା ପ୍ରଦର୍ଶିତ ହେଉଛି ଶ୍ରୀମନ୍ଦିର ପରିସରର ଡ୍ରୋନ୍ ଭିଡିଓ। ୫ ମିନିଟ୍ ୪୨ ସେକେଣ୍ଟର ଏହି ଭିଡିଓରେ ନୀଳଚକ୍ର ଠାରୁ ଆରମ୍ଭ କରି ସିଂହଦ୍ୱାର ପର୍ଯ୍ୟନ୍ତ ସମସ୍ତ ଦୃଶ୍ୟ ଦେଖିବାକୁ ମିଳିଛି। 

Ratha Jatra
୨୦୨୩ ବେଳକୁ ୟୁନେସ୍କୋ ହେରିଟେଜ ମାନ୍ୟତା ପାଇସାରିଥିବ ରଥଯାତ୍ରା

୨୦୨୩ ରଥଯାତ୍ରା ବେଳକୁ ଏହା ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ବା ଇନଟାଂଜିବଲ ହେରିଟେଜ ମାନ୍ୟତା ପାଇସାରିଥିବ ବୋଲି ଅନୁମାନ କରିଛନ୍ତି ସେବକ ।

Lord Jagannath, Balabhadra and Subhadra idols being carried on trolley in Puri
ପୁରୀରେ ବି ମହାପ୍ରଭୁଙ୍କୁ ଅପମାନ: ଟ୍ରଲିରେ ବାନ୍ଧି ବୋହି ନେଲେ, ଭିଡିଓ ଭାଇରାଲ୍‌

ଟ୍ରଲିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବାନ୍ଧି ବୁହା ଯାଉଥିବା ଅଭାବନୀୟ ଦୃଶ୍ୟ ପୁରୀରେ ଦେଖିବାକୁ ମିଳିଛି। ଏଭଳି ଦୃଶ୍ୟ ଦେଖିବାକୁ ଯେତେ କଷ୍ଟଦାୟକ, ସେତିକି ସ୍ପଂର୍ଶକାତର ମଧ୍ୟ।

Srimandir Garuda Stambha becoming weak due to frequent touching by devotees
ଭକ୍ତଙ୍କ ସ୍ପର୍ଶ ଯୋଗୁ ପତଳା ହେଉଛି ଗରୁଡ଼ ସ୍ତମ୍ଭ !

ଗରୁଡ଼ ସ୍ତମ୍ଭକୁ ବାରମ୍ବାର କୋଳାଗ୍ରତ କରିବା ଦ୍ୱାରା ଏହାର ମୋଟାଇ ପତଳା ହେବା ସହ ସ୍ତମ୍ଭଟିର ସ୍ଥାୟିତ୍ୱ ପ୍ରତି ବିପଦ ଦେଖା ଦେଇଛି।