ଶ୍ରୀଜିଉଙ୍କ ଦର୍ଶନ ବେଳେ ଭକ୍ତଙ୍କ ମଧ୍ୟରେ ଠେଲାପେଲା ଭିଡ଼ ଭିତରେ ଅଣନିଶ୍ୱାସୀ ହୋଇ ୨ ଭକ୍ତ ଆହତ ହୋଇଛନ୍ତି। ଶ୍ରୀମନ୍ଦିର ଭିତରେ ମଙ୍ଗଳ ଆଳତି ଚାଲୁଥିବା ବେଳେ ଉଭୟ ମହାପ୍ରଭୁଙ୍କ ଦର୍ଶନ କରୁଥିଲେ।
ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ମକର ନୀତି । ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ ।
ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତ୍ୟୁକୁ ନେଇ ସସ୍ପେନ୍ସ। ରାଜଶ୍ରୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଅଭିଯୋଗ କରିଛନ୍ତି।
୧୧ ତାରିଖରୁ ନିଖୋଜ ହୋଇଥିବା ନେଇ ଏତଲା କଲେ କୋଚ୍
ନିଶା ବେପାରୀଙ୍କଠାରୁ ପୁରୀ ପୋଲିସ୍ ଲାଞ୍ଚ ନେଉଥିବା ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଥିବା ପୁରୀ ଅବକାରୀ ଫ୍ଳାଇଂ ସ୍କ୍ୱାଡ୍ ଅଧିକାରୀ ସଞ୍ଜୟ କୁମାର ପଣ୍ଡା ଏବେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।
କେବେ ଟ୍ରଲର ମାଡ଼ରେ ମୃତ, କେବେ ବୁଲା କୁକୁରଙ୍କ ଆହାର । ବିପଦରେ ବିରଳ ଅଲିଭ୍ ରିଡ୍ଲେ କଇଁଛ ।
ସିଂହାରୀ, ସୁଆର ଓ ଦଇତାପତି ସେବାୟତଙ୍କ ସାଂଘାତିକ ଅଭିଯାଗ ।
ପୁରୀ ଗୋପ ଥାନା ବିଜିପୁରରେ ଝିଅକୁ ହତ୍ୟା ଅଭିଯୋଗ ମାମଲାରେ ଅଭିଯୁକ୍ତ ବାପାଙ୍କ ସମେତ ସହ ଗାଁର ୩ ଜଣ ମାଲଭାଇ ଗିରଫ ହୋଇଛନ୍ତି।
ଶ୍ରୀଅଙ୍ଗକୁ ଏବେ ବିପଦ ସାଜିଛି ମୂଷା ଓ ଅସରପା ! ଏପରି ପରିସ୍ଥିତି ସୃଷ୍ଟି ହୋଇଛି ଯେ, ବେଳେବେଳେ ସେବାୟତମାନେ ଶ୍ରୀଅଙ୍ଗ ପାଖକୁ ଯିବା ସମ୍ଭବପର ହେଉନାହିଁ।
ବଡ଼ଝିଅର ଏତଲା ପରେ ମଶାଣିରୁ ହା଼ଡ ପାଉଁଶ ଜବତ । ଅଭିଯୁକ୍ତ ବାପାକୁ ଜେରା, ସାବତ ମାଆ ଫେରାର ।
ରେଲ୍ୱେ ଷ୍ଟେସନରେ ଅସମ୍ଭାଳ ଭିଡ଼ ଭିତରେ ଠେଲାପେଲା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ତଳେ ପଡ଼ି ଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ଟ୍ରଲି-ଲିଫ୍ଟ ସାହାଯ୍ୟରେ ହେବ ଉତ୍ତୋଳନ ।
କେବଳ ଗତ ରଥଯାତ୍ରାରେ ୬କୋଟିରୁ ଅଧିକ ବ୍ୟୟ, ଆପତ୍ତି ଉଠାଇଲେ ପୂର୍ବତନ ମ୍ୟାନେଜିଂ କମିଟି ସଦସ୍ୟ ଓ ବୁଦ୍ଧୀଜୀବୀ
କୌଣସି ସରକାରୀ ବା ବେସରକାରୀ ବିଜ୍ଞାପନ ହୋର୍ଡିଂ ଲଗାଗଲେ ତାହାକୁ ଜବତ କରାଯିବ।
୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।
ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ୍ ମନା। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଓ ଦକ୍ଷଣ ଦ୍ୱାର ନିକଟରେ ଥିବା ଦୁଇଟି କେନ୍ଦ୍ରରେ ମୋବାଇଲ ଜିମା ଦେଇ ମନ୍ଦିରକୁ ପ୍ରବେଶ କରିବେ।
ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିବେ ଦର୍ଶକ । ନବବର୍ଷ ପାଳନ ପାଇଁ ସଭିଙ୍କ ମନରେ ଉତ୍ସାହ ।
ନବୀକରଣ ପ୍ରକଳ୍ପର ଶୁଭ ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ଜିରୋ ନାଇଟକୁ ଫୁଲ୍ ଯୋଶରେ ପାଳିବାକୁ ତୟାର ଯୁବପୀଢ଼ି, ଟୁଇନସିଟିରେ ହୋଟେଲ୍ ଓ କ୍ଲବ ମାନଙ୍କରେ ପ୍ରସ୍ତୁତି ଚୂଡ଼ାନ୍ତ
ଆଜି ଭିଆଇପି ରାସ୍ତାରେ ଦର୍ଶନ ପାଇଁ ଯାଉଛନ୍ତି ସ୍କୁଲ ପିଲା । ବ୍ୟାରିକେଡ୍ରେ ଘଣ୍ଟା ଘଣ୍ଟା ଛିଡ଼ା ହେଉଛନ୍ତି ବୟସ୍କ ଓ ଶିଶୁ ।
ପୁରୀରେ ଆମେ ପ୍ରତିଷ୍ଠା ଦିବସ ପାଳୁଛେ। ଜଗନ୍ନାଥଙ୍କୁ ଦର୍ଶନ କରୁଛେ...ହେଲେ ଏ ପ୍ରତିଷ୍ଠା ଦିବସ ଯେମିତି ଡିସେମ୍ବର ମାସ ପାର୍ଟି ନହେଉ...ବାସ୍ ଏହି କଥାକୁ ନେଇ ଏବେ ରାଜ୍ୟରାଜନୀତିରେ ହଟ୍ଟଚମଟ ହୋଇଛି।
ଆଗକୁ ନୂଆବର୍ଷ ଆସୁଥିବା ବେଳେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶା ରହିଛି ।
ଭିଡିଓ ବାର୍ତ୍ତାରେ ନେତା-କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର । ମା ମାନଙ୍କ ଆଶୀର୍ବାଦ ରହିଲେ ଶହେ ବର୍ଷ ଯାଏଁ ସେବା କରିବ ଦଳ ।
୨୪ ରଣନୀତି ଅନ୍ତର୍ଗତ ବିିଜେଡି ମହିଳା ଭୋଟ ବ୍ୟାଙ୍କକୁ ଭାଙ୍ଗି ନିଜ ପଟକୁ ନେବା ଲାଗି ଜୋରାଦର ପ୍ରୟାସ ଆରମ୍ଭ କରିଛି ବିଜେପି।