୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।
ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ୍ ମନା। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଓ ଦକ୍ଷଣ ଦ୍ୱାର ନିକଟରେ ଥିବା ଦୁଇଟି କେନ୍ଦ୍ରରେ ମୋବାଇଲ ଜିମା ଦେଇ ମନ୍ଦିରକୁ ପ୍ରବେଶ କରିବେ।
ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିବେ ଦର୍ଶକ । ନବବର୍ଷ ପାଳନ ପାଇଁ ସଭିଙ୍କ ମନରେ ଉତ୍ସାହ ।
ନବୀକରଣ ପ୍ରକଳ୍ପର ଶୁଭ ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ଜିରୋ ନାଇଟକୁ ଫୁଲ୍ ଯୋଶରେ ପାଳିବାକୁ ତୟାର ଯୁବପୀଢ଼ି, ଟୁଇନସିଟିରେ ହୋଟେଲ୍ ଓ କ୍ଲବ ମାନଙ୍କରେ ପ୍ରସ୍ତୁତି ଚୂଡ଼ାନ୍ତ
ଆଜି ଭିଆଇପି ରାସ୍ତାରେ ଦର୍ଶନ ପାଇଁ ଯାଉଛନ୍ତି ସ୍କୁଲ ପିଲା । ବ୍ୟାରିକେଡ୍ରେ ଘଣ୍ଟା ଘଣ୍ଟା ଛିଡ଼ା ହେଉଛନ୍ତି ବୟସ୍କ ଓ ଶିଶୁ ।
ପୁରୀରେ ଆମେ ପ୍ରତିଷ୍ଠା ଦିବସ ପାଳୁଛେ। ଜଗନ୍ନାଥଙ୍କୁ ଦର୍ଶନ କରୁଛେ...ହେଲେ ଏ ପ୍ରତିଷ୍ଠା ଦିବସ ଯେମିତି ଡିସେମ୍ବର ମାସ ପାର୍ଟି ନହେଉ...ବାସ୍ ଏହି କଥାକୁ ନେଇ ଏବେ ରାଜ୍ୟରାଜନୀତିରେ ହଟ୍ଟଚମଟ ହୋଇଛି।
ଆଗକୁ ନୂଆବର୍ଷ ଆସୁଥିବା ବେଳେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶା ରହିଛି ।
ଭିଡିଓ ବାର୍ତ୍ତାରେ ନେତା-କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର । ମା ମାନଙ୍କ ଆଶୀର୍ବାଦ ରହିଲେ ଶହେ ବର୍ଷ ଯାଏଁ ସେବା କରିବ ଦଳ ।
୨୪ ରଣନୀତି ଅନ୍ତର୍ଗତ ବିିଜେଡି ମହିଳା ଭୋଟ ବ୍ୟାଙ୍କକୁ ଭାଙ୍ଗି ନିଜ ପଟକୁ ନେବା ଲାଗି ଜୋରାଦର ପ୍ରୟାସ ଆରମ୍ଭ କରିଛି ବିଜେପି।
ଗୋଟିଏ ପଟେ ଭାଇ ଭଉଣୀଙ୍କୁ ମଣିଷ କରିବାର ବୋଝ ଓ ଆଉ ଗୋଟିଏ ପଟେ ଆର୍ଥିକ ଅନଟନ ଅନନ୍ତଙ୍କୁ ଆଉ ଆଗକୁ ବଢ଼ିବାକୁ ଦେଉନାହିଁ।
ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଆଇନଜୀବୀଙ୍କ ଅନୁରୋଧ
ବିଷାକ୍ତ ପାଣି ପିଇ ବାସନ୍ତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ସଦସ୍ୟ ।
ଆଜି ପୌଷମାସ ଧନୁ ସଂକ୍ରାନ୍ତି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠୁ ଆସନ୍ତା ମକର ସକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିବ।
ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।
ପୁରୀ ନବକଳେବର ରୋଡ୍ ସ୍ଥିତ ଶ୍ରୀଜଗନ୍ନାଥ ଟିମ୍ବରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଶାଳ, ପିଆଶାଳ, ଆକାଶିଆ ଭଳି ବହୁ ମୂଲ୍ୟବାନ କାଠ ପୋଡ଼ି ପାଉଁଶ ହୋଇ ଯାଇଛି।
ବାସ୍କେଟବଲ, ବକ୍ସିଂ ଏବଂ ଭାରୋତ୍ତଳନରେ ବ୍ରହ୍ମପୁରର କ୍ରୀଡାବିତ୍ ରାଜ୍ୟ, ଦେଶ ତଥା ଦେଶ ବିଦେଶରେ ଭଲ ନାଁ କମାଇ ପାରିଛନ୍ତି ।
ଦ୍ୱାଦଶୀରେ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ ।
ବାତ୍ୟା ପାଇଁ ବଳ ଗୋଟାଉଛି ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଓଡ଼ିଶାକୁ ବାତ୍ୟାର ନାହିଁ ସିଧା ପ୍ରଭାବ: ପାଣିପାଗ ବିଭାଗ ।
ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ଉତ୍ତୋଳନ ଓ ଏହାକୁ ଭାଇରାଲ କରି କ୍ଷମା ମାଗିଛନ୍ତି ପଶ୍ଚିମବଙ୍ଗର ୟୁଟ୍ୟୁବର ଅନିମେଶ ଚକ୍ରବର୍ତ୍ତୀ। ଶ୍ରୀମନ୍ଦିର ନୋ ଫ୍ଲାଏ ଜୋନ୍ ଅନ୍ତର୍ଗତ ବୋଲି ଜାଣିନଥିବା କହିବା ସହ ତାଙ୍କ ଡ୍ରୋନ୍ରେ ସେଭଲି କିଛି ଓ୍ୱାର୍ଣ୍ଣିଂ ଦେଖାଇନଥିଲା ବୋଲି ସେ କହିଛନ୍ତି।
ସୋସିଆଲ୍ ମିଡିଆରେ ଖୁଲ୍ଲମ୍ଖୁଲ୍ଲା ପ୍ରଦର୍ଶିତ ହେଉଛି ଶ୍ରୀମନ୍ଦିର ପରିସରର ଡ୍ରୋନ୍ ଭିଡିଓ। ୫ ମିନିଟ୍ ୪୨ ସେକେଣ୍ଟର ଏହି ଭିଡିଓରେ ନୀଳଚକ୍ର ଠାରୁ ଆରମ୍ଭ କରି ସିଂହଦ୍ୱାର ପର୍ଯ୍ୟନ୍ତ ସମସ୍ତ ଦୃଶ୍ୟ ଦେଖିବାକୁ ମିଳିଛି।
୨୦୨୩ ରଥଯାତ୍ରା ବେଳକୁ ଏହା ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ବା ଇନଟାଂଜିବଲ ହେରିଟେଜ ମାନ୍ୟତା ପାଇସାରିଥିବ ବୋଲି ଅନୁମାନ କରିଛନ୍ତି ସେବକ ।
ଟ୍ରଲିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବାନ୍ଧି ବୁହା ଯାଉଥିବା ଅଭାବନୀୟ ଦୃଶ୍ୟ ପୁରୀରେ ଦେଖିବାକୁ ମିଳିଛି। ଏଭଳି ଦୃଶ୍ୟ ଦେଖିବାକୁ ଯେତେ କଷ୍ଟଦାୟକ, ସେତିକି ସ୍ପଂର୍ଶକାତର ମଧ୍ୟ।