• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Puri

Habisyalis
ହବିଷ୍ୟାଳୀଙ୍କ ‘ନବୀନ ବନ୍ଦନା’; ବିରୋଧି କହିଲେ ପ୍ରଶାସନ ଲେଖିଛି, ଚାପରେ ବୋଲାଯାଇଛି

ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଯାହା ପାଇଁ ଆସିଛନ୍ତି, ସେଇ ମହାପ୍ରଭୁ ଜଗନ୍ନାଥଙ୍କୁ ଛାଡ଼ି ହବିଷ୍ୟାଳୀଙ୍କ ତୁଣ୍ଡରେ ଭିନ୍ନ ଭିନ୍ନ ଉପମାରେ ନବୀନ ଜଣାଣ ବେଶ୍ ଚର୍ଚ୍ଚାରେ ରହିଛି ।

habishyali camp at puri
ହବିଷ୍ୟାଳୀଙ୍କ ମୁହଁରେ ନବୀନ ଚାଳିଶା..ବୃଦ୍ଧାଙ୍କର ଗଳାମାଳି..ନବୀନ ସିନା ଆମରି’

ପବିତ୍ର କାର୍ତ୍ତିକ ମାସ। ସକାଳୁ ସକାଳୁ ପୂଜାପୁରାଣ ଆଉ ହୁଳହୁଳି ଶବ୍ଦରେ ମୁଖରିତ ହୋଇଉଠେ ଘର ଅଗଣା। ହବିଷ୍ୟାଳୀଙ୍କ କାର୍ତ୍ତିକ ପୁରାଣରେ ପୁରପଲ୍ଲି ମୁଖରିତ ହୋଇଯାଏ । ହେଲେ ପୁରୀରେ କାର୍ତ୍ତିକମାସରେ ହବିଷ୍ୟାଳୀଙ୍କ ମୁହଁରେ ପୁରାଣ ପରିବର୍ତ୍ତେ ନବୀନ ଚାଳିଶା ! 

Solar eclipse
ମହାକାଶରେ ସରିଲା ଛାଇ ଆଲୁଅର ଖେଳ

ଆକାଶରେ ମହାଜାଗତିକ ଦୃଶ୍ୟ । ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ । ଗୋଟିଏ ସରଳରେଖାରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ । ଚନ୍ଦ୍ରର ଛାଇ ପୃଥିବୀର ଯେଉଁ ସବୁ ଅଞ୍ଚଳରେ ପଡ଼ିଛି, ସେଠାରେ ଦୃଶ୍ୟମାନ ହୋଇଛି ସୂର୍ଯ୍ୟୋପରାଗ ।

Firing In Puri On The Occasion Of Diwali
ଗୋଟିଏପଟେ ଚାଲିଥିଲା ଦୀପାବଳି ସେଲିବ୍ରେସନ, ସେପଟେ ଫୁଟିଲା ଗୁଳି...

ଖାଲି ଓଡ଼ିଶା ନୁହେଁ ଦେଶର ବିଭିନ୍ନ ଅଞ୍ଚଳରୁ ଦୀପାବଳି ଦିନ ଅନେକ ଅଘଟଣ ଖବର ସାମ୍ନାକୁ ଆସିଛି। ଦୀପାବଳି ଦିନ ଗୁଳିମାଡ଼ରେ ପୁରୀରେ ଜଣଙ୍କ ଜୀବନ ଚାଲି ଯାଇଛି।

Firing
ପିପିଲିରେ ଯୁବକଙ୍କୁ ଗୁଳିମାଡ଼

ପୁରୀ ଜିଲ୍ଲା ଅନ୍ତର୍ଗତ ପିପିଲି ବଜାରରେ ଫୁଟିଲା ଗୁଳି। ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର।

Youth Death
ପ୍ରେମିକ ପାଇଁ ଶେଷ ଚିଠି ଲେଖି ଜୀବନ ହାରିଦେଲେ +୨ ଛାତ୍ରୀ

ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଯୁକ୍ତ ୨ ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର ହୋଇଛି।

Special Rituals In Puri Srimandir On The Occasion Of Diwali
ଦୀପାବଳି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ସୂର୍ଯ୍ୟପରାଗ ସ୍ପର୍ଶର ୧୨ ଘଣ୍ଟା ପୂର୍ବରୁ ପାକତ୍ୟାଗ ନୀତି...

ଶ୍ରୀମନ୍ଦିର ମଧ୍ୟ ଦୀପାବଳି ଅମାବାସ୍ୟ ଅବସରରେ ସ୍ୱତନ୍ତ୍ର ନୀତିକାନ୍ତି ହେଉଛି। ମଙ୍ଗଳବାର ସୂର୍ଯ୍ୟପରାଗ ପଡ଼ୁଥିବାରୁ ଆଜି ହିଁ ପୟାଶ୍ରାଦ୍ଧ, କାଉଁରିଆ କାଠି ପ୍ରଜ୍ଜ୍ୱଳନ, କାଳୀ ପୂଜା ଓ ଦୀପଦାନ ଅନୁଷ୍ଠିତ ହେବ। 

Skyrocketing Abadha Prices
ଆକାଶଛୁଆଁ ଅବଢ଼ା ଦର; ୨ଶହ ଟଙ୍କାରେ ବି ପୂରୁନି ଜଣଙ୍କ ପେଟ

ଧର୍ମମାସ କାର୍ତ୍ତିକରେ ଅବଢ଼ା ରେଟ୍ ହୋଇଛି ଆକାଶଛୁଆଁ । ଦର ଶୁଣି ଭକ୍ତଙ୍କ ମୁଣ୍ଡକାନ ଝାଇଁ ମାରି ଯାଉଛି । ୧୫୦ରୁ ୧୭୦ ଟଙ୍କାରେ ମିଳୁଥିବା ଅନ୍ନ, ଡାଲି ଓ ତରକାରୀରେ ପେଟ ପୁରୁନି ।

Puri Hostel
ଜରାଜୀର୍ଣ୍ଣ ଅବସ୍ଥାରେ ରବୀନ୍ଦ୍ରନାଥ ଟାଗୋରଙ୍କ ପାର୍ଥର ପୁରୀ ହଷ୍ଟେଲ

ଉଚ୍ଚ ଶିକ୍ଷା ବିଭାଗ ପାର୍ଥର ପୁରୀ ହଷ୍ଟେଲର ଜମିର କାଗଜପତ୍ର ଏସସିଏସ ଯୁକ୍ତ୨ ସ୍କୁଲ ନାମରେ କରିବାକୁ ପୁରୀ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ।

Srimandir
ଆମିକସ୍‌କ୍ୟୁରୀଙ୍କ ରିପୋର୍ଟରେ ଶ୍ରୀମନ୍ଦିର ନେଇ ସାଂଘାତିକ ତଥ୍ୟ !

ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ ଏହି ଫାଟ ଯାହା ନାଟମଣ୍ଡପରୁ ସ୍ପଷ୍ଟ ଭାବେ ଜଣାପଡ଼ୁଛି ।

High Court - Ratna Bhandar
ଏଥର ଉତ୍ତର ଦେବେ ତ ? କାହିଁକି ଖୋଲୁନି ରତ୍ନ ଭଣ୍ଡାର, ପ୍ରଶାସନକୁ ଜବାବ ମାଗିଲେ ହାଇକୋର୍ଟ..

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସଂପର୍କିତ ମାମଲା । ଜବାବ ଦାଖଲ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

Chilika Buffalo Can Treat Cancer
କର୍କଟ ରୋଗୀଙ୍କ ପାଇଁ ରାମବାଣ ସାଜିପାରେ ଚିଲିକା ମଇଁଷିଙ୍କ କ୍ଷୀର

ଚିଲିକା ଅଞ୍ଚଳର ମଇଁଷିଙ୍କ କ୍ଷୀରରେ ରହିଛି ପ୍ରଚୁର ପରିମାଣର ହିତକାରୀ ବ୍ୟାକ୍ଟେରିଆ। ଗବେଷଣାରୁ ଏଭଳି ତଥ୍ୟ ସାମ୍ନାକୁ ଆସିଥିବା ବେଳେ ଏହା ମଣିଷ ପାଇଁ କେତେ ଉପଯୋଗୀ ହେବ ତାର ଅଧିକ ଗବେଷଣାର ଆବଶ୍ୟକତା ରହିଛି।

Cyclone Alert
ବିଭିନ୍ନ ମଡେଲ ଅନୁଧ୍ୟାନ ପରେ ବାତ୍ୟା ଆଶଙ୍କା !

ଏଣେ ଅକ୍ଟୋବରରେ ପୁଣି ବାତ୍ୟା ଆସୁଥିବା ଶୁଣି ଛାନିଆ ହେଲେଣି ସମୁଦ୍ର ଦାଢ଼ରେ ଚାଷ-ବାସ କରୁଥିବା ଲୋକମାନେ।

A Low Pressure Area Likely Formed Around Oct 20
୨୦ରେ ଲଘୁଚାପ ! ଆଜି ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

 ୧୮ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ। 

BJD Leader Dharmendra Sahoo Death Case: Police Questioning Bindas Chinu
ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ବିନ୍ଦାସ ଚିନୁଙ୍କୁ ଜେରା

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ବିନ୍ଦାସ ଚିନୁଙ୍କୁ ଜେରା କରାଯାଇଛି। ଧର୍ମେନ୍ଦ୍ରଙ୍କ ବନ୍ଧୁ ଅକ୍ଷୟ ନାୟକଙ୍କ ଫୋନ୍ କଲ୍ ରେକର୍ଡରେ ଥିଲା ଚିନୁଙ୍କ ନାଁ। 

Habisiyali allegedly thrashed by servitor in Puri Srimandir
ଶ୍ରୀମନ୍ଦିରରେ ହବିଷ୍ୟାଳିଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଅଭିଯୋଗ

କାର୍ତ୍ତିକ ମାସରେ ହବିଷ କରିବାକୁ ପୁରୀ ଆସିଥିବା ଜଣେ ହବିଷ୍ୟାଳିଙ୍କୁ ଶ୍ରୀମନ୍ଦିରରେ ଜଣେ ସେବାୟତ ମାଡ଼ ମାରିବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।

Heavy Rainfall Likely In 19 Districts Of Odisha
ସତର୍କ କଲା ପାଣିପାଗ ବିଭାଗ- ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Rainfall Likely Continue In Odisha Till October 9 
୯ ଯାଏ ବର୍ଷିବ ! ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା

ବର୍ଷା ଲାଗି ରହିବାରୁ ଦଶହରା ଓ ଭସାଣି ଉତ୍ସବ ଫିକା ପଡ଼ିଥିବା ବେଳେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ଅର୍ଥାତ୍‌ ଗଜଲକ୍ଷ୍ନୀ ପୂଜାରେ କିଛି ସ୍ଥାନରେ ବର୍ଷା ହୋଇପାରେ।

Puri
ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ନୀତି ର୍ନିଘଣ୍ଟ ଅନୁସାରେ ସକାଳ ୫ଟା ୧୮ମିନିଟରେ ଦ୍ୱାରଫିଟା ନୀତି ସମ୍ପନ୍ନ ହୋଇଥିଲା।

Dussehra At Puri
ଶ୍ରୀମନ୍ଦିରରେ ଦଶହରା, ଶ୍ରୀଜଗନ୍ନାଥ-ବଳଭଦ୍ର-ଦେବୀ ସୁଭଦ୍ରା ଓ ସୁଦର୍ଶନଙ୍କ ସୁନାବେଶ

କୋଭିଡ କଟକଣା ଯୋଗୁ ଦୁଇ ବର୍ଷ ସୁନାବେଶ ଦର୍ଶନରୁ ବଂଚିତ ଥିଲେ ଶ୍ରଦ୍ଧାଳୁ ।

Weather Update
ଆସୁଛି ବଡ଼ ବର୍ଷା; ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Low pressure forms over BoB
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷିବ !

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Water Scarcity
ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ, ତଥାପି ସ୍ଥିତି ସୁଧୁରୁନି ! ଏବେ ବି ଲୋକେ ଡହଳ ବିକଳ..

ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି, ଲୋକଙ୍କୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଇଦେବା ଉଦେଶ୍ୟରେ । ହେଲେ ସ୍ଥିତି ସୁଦୁରୁନି ।