Advertisment

ଆଜି ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ୍

ଭୁବନେଶ୍ୱର: କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ୍‌ ହୋଇଛି। ଆଜି କନ୍ଧମାଳ ଜିଲ୍ଲା ଫୁଲବାଣୀରେ ଆୟୋଜିତ ସାଧାରଣ ସଭାରେ ରାହୁଲଙ୍କ କାର୍ଯ୍ୟକ୍ରମ ଥିଲା। ତେବେ ଏହି କାର୍ଯ୍ୟକ୍ରମ ବାତିଲ୍ କରାଯାଇଛି। କନ୍ଧମାଳ ଲୋକସଭା ଆସନରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କ ପକ୍ଷରୁ ଜୋରସୋର ପ୍ରଚାର ଚାଲିଛି। ଆଜି ରାହୁଲ ଗାନ୍ଧିଙ୍କ ଆସାମ ଏବଂ ବିହାରରେ ପ୍ରଚାର କାର୍ଯ୍ୟକ୍ରମ ରହିଛି।

author-image
Jyotsnamayee Pradhan
ଆଜି ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ୍

rahul gandhi

ଭୁବନେଶ୍ୱର: କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ୍‌ ହୋଇଛି। ଆଜି କନ୍ଧମାଳ ଜିଲ୍ଲା ଫୁଲବାଣୀରେ ଆୟୋଜିତ ସାଧାରଣ ସଭାରେ ରାହୁଲଙ୍କ କାର୍ଯ୍ୟକ୍ରମ ଥିଲା। ତେବେ ଏହି କାର୍ଯ୍ୟକ୍ରମ ବାତିଲ୍ କରାଯାଇଛି।

Advertisment

କନ୍ଧମାଳ ଲୋକସଭା ଆସନରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କ ପକ୍ଷରୁ ଜୋରସୋର ପ୍ରଚାର ଚାଲିଛି।

ଆଜି ରାହୁଲ ଗାନ୍ଧିଙ୍କ ଆସାମ ଏବଂ ବିହାରରେ ପ୍ରଚାର କାର୍ଯ୍ୟକ୍ରମ ରହିଛି।

Advertisment
Advertisment