Advertisment

ପୁଣି ବର୍ଷା; ଆସନ୍ତାକାଲି ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର; ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଉପକୂଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ  ମୟୂରଭଂଜ ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ମଧ୍ୟ କୁହାଯାଇଛି। ଏହି […]

ପୁଣି ବର୍ଷା; ଆସନ୍ତାକାଲି ଏହିସବୁ ଜିଲ୍ଲାରେ ବର୍ଷିବ

rain

Advertisment

ଭୁବନେଶ୍ୱର; ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଉପକୂଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି।

Advertisment

ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ  ମୟୂରଭଂଜ ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ମଧ୍ୟ କୁହାଯାଇଛି।

ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ପ୍ରାୟତଃ ଶୁଖିଲା ଥିଲା। ସୁବର୍ଣ୍ଣପୁର ଜିଲ୍ଲା ତରଭାରେ ସର୍ବାଧିକ ୭୧ ମିଲିମିଟର  ଜୁନରୁ ଆଜି ପର୍ଯ୍ୟନ୍ତ ସାରା ରାଜ୍ୟରେ ୯୮୭ ଦଶମିକ ୧ ମିଲିମିଟର ବର୍ଷା ହେବା କଥା। କିନ୍ତୁ ୯୨୮ ଦଶମିକ ୭ ମିମି ବର୍ଷା ହୋଇଛି।  ଅର୍ଥାତ ରାଜ୍ୟରେ ଏ ପର୍ଯ୍ୟନ୍ତ ୬ ପ୍ରତିଶତ ଅଧିକ ବର୍ଷା ହୋଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ