/odishatv-khabar/media/post_attachments/uploadimage/library/16_9/16_9_0/thunder_1623049748.jpg)
thunder
ଭୁବନେଶ୍ୱର: କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଝଡ଼ବର୍ଷା ସହ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର।
Advertisment
ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ୪୨.୪ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ହୋଇଥିବା ବେଳେ ସୁନ୍ଦରଗଡ଼ ଓ ବଲାଙ୍ଗିର- ୪୧ଂ, ଭବାନୀପାଟଣା ଓ ବୌଦ୍ଧ-୪୦ଂ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)