Advertisment

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଝଡ଼ବର୍ଷା ସହ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼,…

ଅଦ୍ୟତନ ହୋଇଛି
୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

thunder

Advertisment

ଭୁବନେଶ୍ୱର: କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଝଡ଼ବର୍ଷା ସହ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର।

Advertisment

ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ୪୨.୪ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ହୋଇଥିବା ବେଳେ ସୁନ୍ଦରଗଡ଼ ଓ ବଲାଙ୍ଗିର- ୪୧ଂ, ଭବାନୀପାଟଣା ଓ ବୌଦ୍ଧ-୪୦ଂ ରହିଛି।

Weather Alert In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ