Advertisment

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୯ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହୋଇପାରେ। ଏହାର ପ୍ରଭାବରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଝଡ଼ ତୋଫାନ, ବର୍ଷା ସହ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ମଧ୍ୟ ବର୍ଷା ହେବାର […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

Odisha Weather News

ଭୁବନେଶ୍ୱର: ଆସନ୍ତା ୯ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହୋଇପାରେ। ଏହାର ପ୍ରଭାବରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆସନ୍ତାକାଲି ଝଡ଼ ତୋଫାନ, ବର୍ଷା ସହ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା-

ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆସନ୍ତା ୯ରୁ ୧୧ ଯାଏ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲଘୁଚାପ ବର୍ଷା ହୋଇପାରେ। ୧୨ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Odisha Weather News
Advertisment
Advertisment