/odishatv-khabar/media/media_files/2026/02/18/rajya-sabha-polls-scheduled-2026-02-18-19-41-01.jpg)
ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ Photograph: (OTV)
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ। ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ଏବଂ ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।
Advertisment
ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି। ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି। ମମତା ମହନ୍ତ, ମୁନା ଖାନ୍ , ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ସରୁଛି ଏପ୍ରିଲ ୨ରେ ସରୁଛି।
- ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ
- ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ECI
- ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ
- ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ
- ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି
- ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ
- ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ
- ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ
- ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)