Advertisment

Rajya Sabha Polls Scheduled: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ; ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ। ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ECI। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି।

Rajya Sabha Polls Scheduled

ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ Photograph: (OTV)

Advertisment

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ। ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ଏବଂ ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। 

Advertisment

ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି। ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି। ମମତା ମହନ୍ତ, ମୁନା ଖାନ୍ , ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ସରୁଛି ଏପ୍ରିଲ ୨ରେ ସରୁଛି। 

  • ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ
  • ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ECI
  • ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ
  • ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ
  • ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ
  • ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ
  • ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ
  • ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି
Advertisment
Odisha News Rajya Sabha Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ