Advertisment

ରଥଯାତ୍ରା 2020: ବଡଦାଣ୍ଡରେ ଗଡ଼ିଲା ତାଳଧ୍ୱଜ

ପୁରୀ; ଶ୍ରଦ୍ଧାଳୁ ନାହାନ୍ତି। କୋଳାହଳ ନାହିଁ। ତଥାପି ନୀତିକାନ୍ତି ଭିତରେ ଆରମ୍ଭ ହୋଇଛ ଶ୍ରୀଜିଉଙ୍କ ନବଦିନ ବ୍ୟାପି ଯାତ୍ରା। ବଡଦାଣ୍ଡରେ ତିନିରଥ ଉପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି। ଠାକୁରରାଜା ଛେରା ପହରା କରିବା ପରେ ବଡଦାଣ୍ଡରେ ଗଡିବା ଆରମ୍ଭ କରିଛି ରଥ। ପ୍ରଥମେ ବଡଭାଇ ଭଳଭଦ୍ରଙ୍କ ତଳଧ୍ୱଜ ରଥ ଟଣା ଚାଲିଛି। ରଥ ଟାଣି ନେଉଛନ୍ତି ପୋଲିସ ଓ ସେବାୟତ। ଗଡି ଗଡି ଚାଲିଛି ବଳଦେବଙ୍କ ରଥ। ଚର୍ମଚକ୍ଷୁରେ ନ ହେଲ ନାହିଁ ଟେଲିଭିଜନ ପରଦାରେ ଲୋକେ ଦେଖୁଛନ୍ତି […]

ରଥଯାତ୍ରା 2020: ବଡଦାଣ୍ଡରେ ଗଡ଼ିଲା ତାଳଧ୍ୱଜ

taladhwja

Advertisment

ପୁରୀ; ଶ୍ରଦ୍ଧାଳୁ ନାହାନ୍ତି। କୋଳାହଳ ନାହିଁ। ତଥାପି ନୀତିକାନ୍ତି ଭିତରେ ଆରମ୍ଭ ହୋଇଛ ଶ୍ରୀଜିଉଙ୍କ ନବଦିନ ବ୍ୟାପି ଯାତ୍ରା। ବଡଦାଣ୍ଡରେ ତିନିରଥ ଉପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି। ଠାକୁରରାଜା ଛେରା ପହରା କରିବା ପରେ ବଡଦାଣ୍ଡରେ ଗଡିବା ଆରମ୍ଭ କରିଛି ରଥ। ପ୍ରଥମେ ବଡଭାଇ ଭଳଭଦ୍ରଙ୍କ ତଳଧ୍ୱଜ ରଥ ଟଣା ଚାଲିଛି।

Advertisment

ରଥ ଟାଣି ନେଉଛନ୍ତି ପୋଲିସ ଓ ସେବାୟତ। ଗଡି ଗଡି ଚାଲିଛି ବଳଦେବଙ୍କ ରଥ। ଚର୍ମଚକ୍ଷୁରେ ନ ହେଲ ନାହିଁ ଟେଲିଭିଜନ ପରଦାରେ ଲୋକେ ଦେଖୁଛନ୍ତି ତାଙ୍କର ପ୍ରିୟ ଠକୁରଙ୍କୁ।

ସୂଚନାଥାଉ କି, କୋଭିଡ କଟକଣା ମଧ୍ୟରେ ପୁରୀରେ ଚାଲିଛି ରଥଯାତ୍ରା ପରମ୍ପରା। ବଡଦାଣ୍ଡରେ ଆଜି ନିର୍ଦ୍ଧାରିତ ସମୟ ଅନୁଯାୟୀ ମଙ୍ଗଳଆଳତି, ତଡପଲାଗି, ଦ୍ୱାରପାଳ ପୂଜା ହୋଇଥିଲା । ଏହାପରେ ୬ଟା ୪୦ରେ ରଥ ପ୍ରତିଷ୍ଠା କରାଯିବ ଏବଂ ୬ଟା ୪୫ରେ ମଙ୍ଗଳାର୍ପଣ ହୋଇଥିଲା।

Advertisment

ଏହା ପରେ ସକାଳ୧୦ଟାରୁ ୧୦ଟା୩୦ ଭିତରେ ମଦନମୋହନ ବିଜେ, ୧୦ଟା ୩୦ରୁ ୧୧ଟାରେ ଚିତା ଲାଗି ଓ ୧୧ଟାରୁ  ୧୧ଟା୩୦ ରେ ବେଶ ଶେଷ ହେବ। ୧୧.୩୦ରୁ ୧୨ଟା ୧୫  ଭିତରେ ଛେରାପହଁରା କରାଯିବ। ପରେ  ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲାଗିବ। ପରେ ଆରମ୍ଭ  ହୋଇଛି ରଥଟଣା।

Puri Rath Yatra 2020 Puri Rath Yatra 2020 Update Puri Rath Yatra News In Odia Ratha Jatra 2020 Ratha Yatra 2020 ଘୋଷଯାତ୍ରା ରଥଯାତ୍ରା 2020
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ