Advertisment

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ଆଉ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୯୮୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ?    ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ଅଛନ୍ତି। ସେହିପରି କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ […]

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

covid-cure

Advertisment
ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ଆଉ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୯୮୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
Advertisment
କେଉଁ ଜିଲ୍ଲାରୁ କେତେ?  

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ଅଛନ୍ତି। ସେହିପରି କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଂଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ୱରରୁ ୧୦୮, ବଲାଙ୍ଗିରରୁ ୧୦୮, ଗଂଜାମରୁ ୧୦୩ ଜଣ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1306228594964791297?s=20

ସେହିପରି ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡ଼ାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡ଼ାରୁ ୬୬, ସୁନ୍ଦରଗଡ଼ରୁ ୬୪, ଭଦ୍ରକରୁ ୬୨, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡ଼ରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡ଼ରୁ ୨୪, ନବରଙ୍ଗପୁରରୁ ୨୪ ଓ ମାଲକାନଗିରିରୁ ୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: