Advertisment

ଓଡ଼ିଶାରେ ଆଜି ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ 755 ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

ଓଡ଼ିଶାରେ ଆଜି ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

Coronavirus

Advertisment

ଭୁବନେଶ୍ୱର: ରାଜ୍ୟରେ ଆଉ 755 ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 11,956 ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୪୦୭ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୬ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Corona Update In Odia Odisha Corona Update In Odia Today Coronavirus Cases In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ