Amrebdra Mohanty
Advertisment
- ଆରପାରିରେ ଅମରେନ୍ଦ୍ର ମହାନ୍ତି
- ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ
- କୋଭିଡରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ
- ୩ ଦିନ ହେଲା ଭେଣ୍ଟିଲେଟରରେ ଥିଲେ
- ପରଲୋକ ନେଇ ସୂଚନା ଦେଲେ ଝିଅ ଅନ୍ୱେଷା ମହାନ୍ତି
- ବହୁ ଲୋକପ୍ରିୟ ଓଡ଼ଇା ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି
Advertisment
ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଛି। କୋଭିଡରେ ଆକ୍ରାନ୍ତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଅମରେନ୍ଦ୍ର। ୩ ଦିନ ହେଲା ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଝିଅ ଅନ୍ୱେଷା ମହାନ୍ତି। ବହୁ ଲୋକପ୍ରିୟ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅମରେନ୍ଦ୍ର।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/maxresdefault_1621228062.jpg)