Advertisment

ଫୋନିରେ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ବାତ୍ୟା ଫୋନିର କ୍ଷୟକ୍ଷତିକୁ ନେଇ ତଥ୍ୟ ପ୍ରକାଶ କରିଛି ରାଜ୍ୟ ଏମର୍ଜେନ୍ସି ଅପରେସନ ସେଣ୍ଟର-SEOC । ଆଜି SEOC ପକ୍ଷରୁ ପ୍ରକାଶ ପାଇଥିବା ସଦ୍ୟତମ ତଥ୍ୟ ଅନୁସାରେ, ବାତ୍ୟା ଫୋନିରେ ରାଜ୍ୟରେ ୫ ଲକ୍ଷ ୮ ହଜାର ୪୬୭ଟି ଘର ଭାଙ୍ଗିଛି। ମୋଟ ୧ କୋଟି ୫୦ ଲକ୍ଷ ୯୪ ହଜାର ଲୋକ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ପଶୁପକ୍ଷୀ। ବାତ୍ୟା ଫୋନି ଦ୍ୱାରା ସିଧାସଳଖ ୮୭ ଲକ୍ଷ ପଶୁପକ୍ଷୀ ପ୍ରଭାବିତ […]

ଫୋନିରେ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କ ମୃତ୍ୟୁ ହୋଇଛି

uo

Advertisment

ଭୁବନେଶ୍ୱର: ବାତ୍ୟା ଫୋନିର କ୍ଷୟକ୍ଷତିକୁ ନେଇ ତଥ୍ୟ ପ୍ରକାଶ କରିଛି ରାଜ୍ୟ ଏମର୍ଜେନ୍ସି ଅପରେସନ ସେଣ୍ଟର-SEOC । ଆଜି SEOC ପକ୍ଷରୁ ପ୍ରକାଶ ପାଇଥିବା ସଦ୍ୟତମ ତଥ୍ୟ ଅନୁସାରେ, ବାତ୍ୟା ଫୋନିରେ ରାଜ୍ୟରେ ୫ ଲକ୍ଷ ୮ ହଜାର ୪୬୭ଟି ଘର ଭାଙ୍ଗିଛି। ମୋଟ ୧ କୋଟି ୫୦ ଲକ୍ଷ ୯୪ ହଜାର ଲୋକ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ପଶୁପକ୍ଷୀ। ବାତ୍ୟା ଫୋନି ଦ୍ୱାରା ସିଧାସଳଖ ୮୭ ଲକ୍ଷ ପଶୁପକ୍ଷୀ ପ୍ରଭାବିତ ହୋଇଥିବା ବେଳେ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କ ମୃତ୍ୟୁ ହୋଇଛି । ବାତ୍ୟାରେ ମୋଟ ମୃତ୍ୟୁ ସଂଖ୍ୟା ସରକାରୀ ଭାବେ ୪୧ରେ ପହଞ୍ଚିଛି। ପୁରୀରେ ସର୍ବାଧିକ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା SEOC ପକ୍ଷରୁ ସୂଚନା ଦିଆଯାଇଛି।

Advertisment
Right Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ