Advertisment

ପିଙ୍କି ପ୍ରଧାନଙ୍କ ପ୍ରାର୍ଥିତ୍ୱକୁ ବିରୋଧ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ସାଧାରଣ ନିର୍ବାଚନରେ ପ୍ରାର୍ଥୀ ଚୟନକୁ ନେଇ ସବୁ ଦଳରେ ବିଦ୍ରୋହ ଦେଖିବାକୁ ମିଳିଛି। ରାତି ଅଧିଆ ଦିଗପହଣ୍ଡି ନିର୍ବାଚନମଣ୍ଡଳୀରେ ବିଜେପି ପ୍ରାର୍ଥୀ ଭାବେ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ପିଙ୍କି ପ୍ରଧାନଙ୍କୁ ଟିକେଟ୍‌ ଦେବାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଅନ୍ୟତମ ଆଶାୟୀ ଇଞ୍ଜିନିୟର ଉତ୍ତମ ପାଣିଗ୍ରାହୀ ଓ ତାଙ୍କ ସମର୍ଥକ ପିଙ୍କି ପ୍ରଧାନଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରିଥିଲେ। ଉତ୍ତମଙ୍କୁ ବିଜେପି ଟିକେଟ୍‌ ଦିଆ ନଗଲେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ୫ହଜାର କର୍ମୀ ବିଜେପିରୁ ଇସ୍ତଫା […]

ପିଙ୍କି ପ୍ରଧାନଙ୍କ ପ୍ରାର୍ଥିତ୍ୱକୁ ବିରୋଧ

pinky

Advertisment

ବ୍ରହ୍ମପୁର(ଜଗନ୍ନାଥ ସାହୁ): ସାଧାରଣ ନିର୍ବାଚନରେ ପ୍ରାର୍ଥୀ ଚୟନକୁ ନେଇ ସବୁ ଦଳରେ ବିଦ୍ରୋହ ଦେଖିବାକୁ ମିଳିଛି। ରାତି ଅଧିଆ ଦିଗପହଣ୍ଡି ନିର୍ବାଚନମଣ୍ଡଳୀରେ ବିଜେପି ପ୍ରାର୍ଥୀ ଭାବେ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ପିଙ୍କି ପ୍ରଧାନଙ୍କୁ ଟିକେଟ୍‌ ଦେବାକୁ ନେଇ ଅସନ୍ତୋଷ ଦେଖାଦେଇଛି।

Advertisment

ଅନ୍ୟତମ ଆଶାୟୀ ଇଞ୍ଜିନିୟର ଉତ୍ତମ ପାଣିଗ୍ରାହୀ ଓ ତାଙ୍କ ସମର୍ଥକ ପିଙ୍କି ପ୍ରଧାନଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରିଥିଲେ। ଉତ୍ତମଙ୍କୁ ବିଜେପି ଟିକେଟ୍‌ ଦିଆ ନଗଲେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ୫ହଜାର କର୍ମୀ ବିଜେପିରୁ ଇସ୍ତଫା ଦେବେ ବୋଲି ଚେତାବନୀ ଦେଇଛନ୍ତି।

ଏହାସହ ଉତ୍ତମ ପାଣିଗ୍ରାହୀ ସ୍ୱାଧୀନ ଭାବେ ଦିଗପହଣ୍ଡି ବିଧାନସଭା ଆସନରୁ ଲଢ଼ିବେ ବୋଲି ଚେତାବନୀ ଦେଇଛନ୍ତି। ଉତ୍ତମଙ୍କ କିଛି ସମର୍ଥକ ଭୁବନେଶ୍ୱର ଆସି ବିଜେପି କାର୍ଯ୍ୟାଳୟରେ ମଧ୍ୟ ପ୍ରତିବାଦ କରିଥିଲେ।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ