/odishatv-khabar/media/post_attachments/uploadimage/library/16_9/16_9_0/death-1_1626759317.jpg)
death
ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ଜରାସିଂହା ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜୟନ୍ତ କୁମାର ସାହୁ(୩୧)।
Advertisment
ଦୁର୍ଘଟଣା ପରେ ଗାଁ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ରାସ୍ତାରୋକ କରିଥିଲେ। ଫଳରେ ଅନୁଗୋଳ- ଛେଣ୍ଡିପଦା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)