Advertisment

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ଜରାସିଂହା ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜୟନ୍ତ କୁମାର ସାହୁ(୩୧)। ଦୁର୍ଘଟଣା ପରେ ଗାଁ ଲୋକେ ମୃତକଙ୍କ ପରିବାରକୁ  କ୍ଷତିପୂରଣ ପ୍ରଦାନ ଦାବିରେ ରାସ୍ତାରୋକ କରିଥିଲେ। ଫଳରେ ଅନୁଗୋଳ- ଛେଣ୍ଡିପଦା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

death

Advertisment

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ଜରାସିଂହା ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜୟନ୍ତ କୁମାର ସାହୁ(୩୧)।

Advertisment

ଦୁର୍ଘଟଣା ପରେ ଗାଁ ଲୋକେ ମୃତକଙ୍କ ପରିବାରକୁ  କ୍ଷତିପୂରଣ ପ୍ରଦାନ ଦାବିରେ ରାସ୍ତାରୋକ କରିଥିଲେ। ଫଳରେ ଅନୁଗୋଳ- ଛେଣ୍ଡିପଦା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ