Advertisment

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ତିନିଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଆଦିତ୍ୟ ପାତ୍ର ବୋଲି କୁହାଯାଉଛି । ତାଙ୍କ ଘର ଛତିଶଗଡ଼ରେ। ସୂଚନା ଅନୁସାରେ, ଆଦିତ୍ୟ ଧର୍ମଗଡ଼କୁ କିଛି କାମ ପାଇଁ ବାଇକ୍‌ ଆସିଥିଲେ। ସେ କାମ ସାରି ଛତିଶଗଡ଼କୁ ଫେରୁଥିବା ବେଳେ ତିନିଛକ ନିକଟରେ ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ୍‌ […]

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ

accident

Advertisment

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ତିନିଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଆଦିତ୍ୟ ପାତ୍ର ବୋଲି କୁହାଯାଉଛି । ତାଙ୍କ ଘର ଛତିଶଗଡ଼ରେ।

Advertisment

ସୂଚନା ଅନୁସାରେ, ଆଦିତ୍ୟ ଧର୍ମଗଡ଼କୁ କିଛି କାମ ପାଇଁ ବାଇକ୍‌ ଆସିଥିଲେ। ସେ କାମ ସାରି ଛତିଶଗଡ଼କୁ ଫେରୁଥିବା ବେଳେ ତିନିଛକ ନିକଟରେ ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ୍‌ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଥିଲେ। ଆହତଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ