ବେକାର ଆଦିବାସୀ ଯୁବକ ଯୁବତୀଙ୍କୁ ଦେଇଛନ୍ତି ନିଯୁକ୍ତି । ଏବେ ପ୍ରତ୍ୟେକ୍ଷ ଓ ପରୋକ୍ଷରେ ୨୦ ଜଣଙ୍କୁ ଏହି ଦୁଇ ବନ୍ଧୁ ଦେଇଛନ୍ତି ନିଯୁକ୍ତି । ସେମାନଙ୍କୁ କରାଇଛନ୍ତି ରୋଜଗାରକ୍ଷମ ।
ମୁମ୍ବାଇ କ୍ରୁଜ୍ ପାର୍ଟିରୁ ଗିରଫ ହୋଇଥିବା ରାଉରକେଲାର ମନୀଷ ରାଜଘରିଆ ଜାମିନ ପାଇବା ପରେ ଓଡ଼ିଶା ଫେରିଛନ୍ତି । ସେ ଓଟିଭିକୁ ସାକ୍ଷାତକାର ଦେଇ କହିଛନ୍ତି ଯେ, ତାଙ୍କୁ ସେଠାରେ ଟ୍ରାପ୍ କରାଯାଇଥିଲା, ଜାଣିଶୁଣି ଫସାଯାଇଥିଲା ।
ସ୍ମାର୍ଟ ସିଟି ରାଉରକେଲାରେ ରାସ୍ତା ସମସ୍ୟା । ସହରର ମୁଖଶାଳା କୁହାଯାଉଥିବା ପାନପୋଷ ଛକରୁ ଆରମ୍ଭ କରି ହକି ଛକ, ହନୁମାନ ବାଟିକା ଛକ ସବୁଠି ଦୟନୀୟ ରାସ୍ତାଘାଟ ।
ଶାହାରୁଖ୍ ଖାନଙ୍କ ପୁଅ ଆର୍ଯ୍ୟନଙ୍କ କ୍ରୁଜ୍ ରେଭ୍ ପାର୍ଟି ଓ ଡ୍ରଗ୍ସ କାରବାର ମାମଲାରେ ଜଣେ ନୁହେଁ, ୨ ଓଡିଆଙ୍କୁ ଗିରଫ କରିଛି ଏନ୍ସିବି। ମଝି ଦରିଆରେ ନିଶା ଆସରରେ ରୋକ୍ ଲଗେଇଥିବା ଏନ୍ସିବି ହାତରେ ଆଜି ଏହି ୨ ଓଡିଆ ଯୁବକ ଧରାପଡ଼ିଥିଲେ। ସେମାନଙ୍କୁ ଗିରଫ କରି ନାର୍କୋଟିକ୍ କଣ୍ଟ୍ରୋଲ୍ ବ୍ୟୁରୋ ତଥ୍ୟ ଉଗାଳିଛି।
ଆର୍ପିଏଫ୍ କନଷ୍ଟେବଲଙ୍କ ମାଡ଼ରେ ମହିଳା ଇଞ୍ଜିନିୟର ଲହୁଲୁହାଣ। ଟ୍ରେନ୍ରେ ଯାତ୍ରା କରୁଥିବା ବେଳେ ସମ୍ପୃକ୍ତ ମହିଳା ଇଞ୍ଜିନିୟରଙ୍କ ପାଖରେ ଟିକେଟ୍ ନ ଥିବାରୁ ତାଙ୍କୁ ଆର୍ପିଏଫ୍ କନଷ୍ଟେବଲ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ରାଉରକେଲା ସହର ରାଜ୍ୟର ଦ୍ୱିତୀୟ ସ୍ମାର୍ଟ ସିଟିର ମାନ୍ୟତା ପାଇଛି। କିନ୍ତୁ ଏହା ଯେମିତି କେବଳ କାଗଜ କଲମରେ। ୨୦୧୪-୧୫ରେ ରାଉରକେଲା ସହରରେ ଆରମ୍ଭ ହୋଇଥିବା ସିଟି ବସ୍ ସେବାକୁ ଅନୁଧ୍ୟାନ କଲେ ଏହା ଯେ କେହି ବି ଜାଣିପାରିବେ।
ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଆଇନଶୃଙ୍ଖଳା ପରିସ୍ଥିତି। କଥାକଥାକେ ଫୁଟୁଛି ଗୁଳି। ଦିନ ଦ୍ୱିପହରରେ ଏପରି ଘଟଣା ଘଟୁଥିଲେ ବି କିଛି କରିପାରୁନି ପୋଲିସ। ଇସ୍ପାତ ସହର ରାଉରକେଲାରେ ହୋଇଛି ଗୁଳିମାଡ।
ମା’ କୋଳରୁ ଛଡ଼ାଇ ନେଉଥିଲେ ଶିଶୁଙ୍କୁ। ପଇସା ଲୋଭରେ ବିକି ଦେଉଥିଲେ ରାଜ୍ୟ ବାହାରେ। କିଛି ଧନୀଶ୍ରେଣୀର ମହିଳା ଚଳାଉଥିଲେ ଏହି ରାକେଟ।
ରାଜ୍ୟରେ ବଡ଼ ଧରଣର ଜିଏସ୍ଟି ଠକେଇ । ୧୧୫ କୋଟି ଟଙ୍କା GST ଠକେଇର ପର୍ଦ୍ଦାଫାସ କରିଛି ରାଜ୍ୟ ଜିଏସ୍ଟି ବିଭାଗ।
ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ୍ ନେଇ ଆନ୍ଦୋଳନ ଆରମ୍ଭ କରିଛି ବିଜେପି । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ସପ୍ତାହେ ବ୍ୟାପୀ ସବୁ ବିଦ୍ୟୁତ ଅଫିସ ଆଗରେ ଦଳ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ।