• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Sambalpur

Rishi Panchami
ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ବ୍ରତ ପାଳିଲେ ମା’ ଲକ୍ଷ୍ମୀ...

ଆପଣମାନେ ନିଶ୍ଚିତ ଭାବେ ଜାଣିବାକୁ ଚାହୁଁଥିବା ଆଜି ଆମ ଶ୍ରୀମନ୍ଦିରରେ ପାଳିତ ହେଉଥିବା ଏ ପର୍ବଟି କ’ଣ।

Scrub Typhus
ରାଜ୍ୟରେ ହୁ ହୁ ମାଡୁଛି ସ୍କ୍ରବ୍ ଟାଇଫସ୍, ବରଗଡ଼ରେ ୬ ଜଣଙ୍କ ମୃତ୍ୟୁ !

କେନ୍ଦୁଝରରେ ସର୍ବାଧିକ ୬୨୭ ରୋଗୀ ଚିହ୍ନଟ । ଦୁଇ ଜିଲ୍ଲାକୁ ଗଲା ଜନସ୍ବାସ୍ଥ୍ୟ ବିଭାଗ ସ୍ପେଶାଲ ଟିମ୍ ।

Viswakarma Scheme
ଶ୍ରମିକଙ୍କ ପାଇଁ କେନ୍ଦ୍ରର ବଡ଼ ଉପହାର ! ୧୭ରୁ ଲାଗୁ ହେବ ବିଶ୍ୱକର୍ମା ଯୋଜନା

ପୁରୀରେ କେନ୍ଦ୍ରମନ୍ତ୍ରୀ ଏମ୍‌. ମହେନ୍ଦ୍ର ଭାଇ ଉପସ୍ଥିତ ରହିବେ ବୋଲି କୁହାଯାଇଛି । ଏହି ଯୋଜନା ମାଧ୍ୟମରେ କେବଳ ଓଡ଼ିଶାରୁ ୧ ଲକ୍ଷ କାରିଗର ଉପକୃତ ହେବା ନେଇ ଆକଳନ କରାଯାଇଛି ।

Hirakud dam
ବଢ଼ୁଛି ଜଳସ୍ତର; ଖୋଲିଲାଣି ହୀରାକୁଦର ୧୪ଟି ଗେଟ୍

ରାଜ୍ୟରେ ବେହାଲ କଲାଣି ବର୍ଷା । କେଉଁଠି କଲଭର୍ଟ ଭାଙ୍ଗିଲାଣି ତ ଆଉ କେଉଁଠି ରାସ୍ତା ଉପରେ ପାଣି ସୁଅ ଛୁଟୁଛି । ଘରେ ଘରେ ପଶିଛି ପାଣି, ଗଳି କନ୍ଦି ଉବୁଟୁବୁ ହୋଇଛି ।

Nuakhai, Speaker Election
ନୂଆଁଖାଇକୁ ଅଣଦେଖା କରୁଛନ୍ତି ସରକାର ! ବାଚସ୍ପତି ନିର୍ବାଚନକୁ କଂଗ୍ରେସର ବଏକଟ୍

ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରିବା ସହ ଲୋକଙ୍କ ଭାବାବେଗ ସହ ରାଜ୍ୟ ସରକାର ଖେଳୁଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଏଥିସହ ବାଚସ୍ପତି ନିର୍ବାଚନକୁ କଂଗ୍ରେସ୍ ବୟକଟ୍ କରିଥିବା କହିଛନ୍ତି ।

Students’ Union Election
ତେଜୁଛି ଛାତ୍ର ସଂସଦ ନିର୍ବାଚନ ଅସନ୍ତୋଷ; ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼

ଛାତ୍ର ସଂସଦ ନିର୍ବାଚନ ଦାବିରେ ନବୀନ ନିବାସ ମୁହାଁ ହୋଇଥିଲା ଛାତ୍ର ସଂଗଠନ ଅଲ ଓଡିଶା ଷ୍ଟୁଡେଣ୍ଟସ ଭଏସ୍ । କଳା ପତାକା ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇବାକୁ ଉଦ୍ୟମ ବେଳେ ରାସ୍ତାରୁ ଅଟକ କରିଥିଲା ପୋଲିସ ।

Education system
ନିୟମିତ ଶିକ୍ଷକ ନାହାଁନ୍ତି, ଭଡ଼ା ଶିକ୍ଷକଙ୍କ ହାତରେ ପିଲାଙ୍କ ଭବିଷ୍ୟତ !

୪୮ ପିଲାଙ୍କୁ ମାତ୍ର ଦୁଇଜଣ ଶିକ୍ଷକ । ଜଣେ ପ୍ରଧାନଶିକ୍ଷକ, ଆଉ ଜଣେ ଦୃଷ୍ଟିବାଧିତ । ବାରମ୍ବାର କହିବା ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ । ପିଲାଙ୍କ ଭବିଷ୍ୟତ ପାଇଁ ବାଧ୍ୟ ହୋଇ ନିଜସ୍ୱ ଖର୍ଚ୍ଚରେ ଅଣାଯାଉଛି ଜଣେ ଶିକ୍ଷକଙ୍କୁ

Mahanadi River
‘ନଦୀକୁ ଡେଇଁ ନଥିଲି, ସେଲ୍‌ଫି ନେବାବେଳେ ଖସି ପଡ଼ିଥିଲି...ବଞ୍ଚିବାର ଆଶା ନଥିଲା’

ଗାଡ଼ି ରଖି ସେଲ୍‌ଫି ନେଉଥିବା ବେଳେ ବୃଦ୍ଧଙ୍କ ଗୋଡ଼ ଖସି ଯାଇଥିଲା। ବହୁ ଖୋଜାଖଜି ପରେ ଅଗ୍ନିଶମ ଟିମ୍ ୬୯ ବର୍ଷୀୟ ବୃଦ୍ଧଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲା।

Mahanadi river
ମହାନଦୀକୁ ଡେଇଁପଡ଼ିଲେ ଯୁବକ; ଉଦ୍ଧାର ପାଇଁ ଖୋଜୁଛି ଅଗ୍ନିଶମବାହିନୀ

ବ୍ରିଜ୍ ତଳକୁ ଡେଇଁବା ପୂର୍ବରୁ ସେ କାହା ସହ ଫୋନରେ କଥା ହେଉଥିବା କୁହାଯାଉଛି । ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇଁ ବ୍ରିଜ୍ ଉପରେ ପହଞ୍ଚିଥିଲା ଅଗ୍ନିଶମବାହିନୀର ଟିମ୍ ।

Heavy Rainfall Alert To 10 Districts Of Odisha
ଆଜି ୧୦ ଜିଲ୍ଲାରେ ପ୍ରବଳ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ...

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Nuakhai
ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଏହି ଲଗ୍ନ ନିର୍ଦ୍ଧାରଣ କରାଯାଇଛି ।

Heavy rain lashes in twin city
ଅସରାଏ ବର୍ଷାରେ ଉବୁଟୁବୁ ଟ୍ୱିନ୍‌ ସିଟି: ପ୍ରବଳ ବର୍ଷା ସମ୍ଭାବନା ନେଇ ୧୮ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।

Rain Alert To Various Districts Of Odisha
ଆଜି ବି ପ୍ରବଳ ବର୍ଷିବ ! ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Rainfall Alert
ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, କେଉଁ କେଉଁ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ,ଜାଣନ୍ତୁ

ରାଜ୍ୟରେ ବର୍ଷା ଲାଗି ରହିଛି ...କେବଳ ଉପକୂଳ ଓଡିଶାକୁ ଛାଡ଼ିଦେଲେ ରାଜ୍ୟର ଆଉ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି

Heavy rain likely to several districts of Odisha under the influence of low pressure
ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷିବ ! ଏହିସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Orphan girl
ବାପା-ମାଆ ଯିବା ପରେ...ବଡ ଭାଇର ସାହାରା ପାଲଟିଛି ସାନ ଭଉଣୀ

ବାପା ନାହାନ୍ତି କି ମାଆ ନାହାନ୍ତି । ମାଆ ପରି ବଡ ଭାଇର ସେବା କରୁଛି ସାନ ଭଉଣୀ । ଖୁଆଇ ଦେବାଠୁ ଶୁଆଇ ଦେବା ସବୁ କାମ କରୁଛି କୁନି ଭଉଣୀ । ମାନସିକ ଅନଗ୍ରସର ଭାଇ ଥିବାରୁ ଇଚ୍ଛା ନଥିଲେ ବି ହାତରେ କପଡା ବାନ୍ଧି ରଖୁଛି... ରାକ୍ଷୀ ବାନ୍ଧିବା ପାଇଁ ହାତରୁ ଖୋଲିଛି ଗାମୁଛା

This Rakshabandhan, opt for environment-friendly and fashionable rakhis
ବଦଳିଛି ରାକ୍ଷୀ ଟ୍ରେଣ୍ଡ; ପ୍ଲାଷ୍ଟିକ ନୁହେଁ... କ୍ଷୀର, ଦହିରୁ ତିଆରି ହେଉଛି ଆକର୍ଷଣୀୟ ରାକ୍ଷୀ

ରଙ୍ଗୀନ, ଚକାଚକ୍, ମନଲୋଭା । ଖୋଲାରେ ଯେତିକି ସୁନ୍ଦର, ପ୍ୟାକେଟରେ ତା’ଠୁ ଅଧିକ ଆକର୍ଷଣୀୟ । ଏ ରାକ୍ଷୀ ପ୍ଲାଷ୍ଟିକ ନୁହେଁ, କି ବିଦେଶରୁ ଆମଦାନୀ ହୋଇନି । ବରଂ ଖାଣ୍ଟି ଦେଶୀ ଆଉ ପରିବେଶ ଉପଯୋଗୀ ।

Loot
ଡୁପ୍ଲିକେଟ୍ ବିଲ୍ଡିଂ ପ୍ଲାନ୍ ଦେଇ କୋଟି କୋଟି ଲୁଟ୍

ବିଲଡିଂ ପ୍ଲାନ୍ ଆପ୍ରୁଭାଲ୍ ନାଁରେ ଠକେଇ । ଡୁପ୍ଲିକେଟ୍ ପ୍ଲାନ୍ ଦେଇ ଲୁଟୁ ଥିଲେ କୋଟି କୋଟି ଟଙ୍କା । ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ-SDAରେ ଚାଲିଥିବା ଏଭଳି ଏକ ବଡ଼ ଧରଣର ଠକେଇ ସିଣ୍ଡିକେଟର ପର୍ଦ୍ଦାଫାସ୍ କରିଛି ସମ୍ବଲପୁର ପୋଲିସ ।

Jojanara Na Hariloot
ହାତରେ ବଙ୍କୁଲି ବାଡ଼ି ଓ ପାଣି ଢାଳେ ଧରି କୁଆଡ଼େ ବାହାରିଲେ ବୃଦ୍ଧା ? ଅଣ୍ଟାରେ ଜୁ’ନଥିଲେ ବି..

କାଗଜ କଲମରେ ସ୍ୱଚ୍ଛ ଭାରତ ମିଶନ୍ । ଏହି ମିଶନରେ ପ୍ରତି ଘରେ ପାଇଖାନା ବସାଇବା ପାଇଁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା...ହେଲେ

Heavy Rainfall Alert To 5 Districts Of Odisha
ଆଜିଠୁ ପୁଣି ୫ ଦିନ ଯାଏ ବର୍ଷିବ ! ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

tragic incident,
ଘର ଭିତରୁ ମା’ପୁଅଙ୍କ ଝୁଲନ୍ତା ମୃତଦେହ ଠାବ

ସମ୍ବଲପୁର ଅଇଁଠାପାଲି ଥାନା ଅନୁଗୁଳିଆପଡ଼ାରେ ଉଭୟଙ୍କର ମୃତଦେହ ଠାବ ।

Low pressure likely over Bay of Bengal around August 18
୧୮ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଆସନ୍ତା ୧୮ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। 

Alert issued to various states as Odisha to witness incessant rainfall from today
ଆଜିଠୁ ପୁଣି ଭିଜାଇବ ବର୍ଷା ! ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ

Man allegedly shoots estranged wife lover in sambalpur
ସ୍ତ୍ରୀର ପ୍ରେମିକ ଉପରେ ରାଗ ଶୁଝାଇଲା ସ୍ୱାମୀ, ଗାଁକୁ ଆସିଥିବା ବେଳେ ଗୁଳି ମାରିଦେଲା...

ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ୱାମୀ। ମହିଳା ଜଣକ ସ୍ୱାମୀଙ୍କୁ ଛାଡ଼ି ପ୍ରେମିକ ସହ ରହୁଥିଲେ। 

crime
ସ୍ତ୍ରୀ ଓ ପିଲାଙ୍କୁ ନପାଇ ରକ୍ତମୁଖା ଯୁବକ, ଶ୍ୱଶୁରଙ୍କ ଉପରକୁ ଗୁଳି ଚଳାଇଲା ଜ୍ୱାଇଁ

ସୌଭାଗ୍ୟକୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଶ୍ୱଶୁର କୁଞ୍ଜବନ, ଅଭିଯୁକ୍ତ ଜ୍ୱାଇଁକୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ